ବାଲେଶ୍ୱରରେ ଭାରତ ବନ୍ଦ ପ୍ରଭାବ: ସରକାରୀ ଅଫିସ ଘେରିଲେ

ବାଲେଶ୍ୱର ଅଫିସ୍‌, ୮।୧୨: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବାଲେଶ୍ୱରରେ ଏହାର ପ୍ରଭାବ ପଡିଛି। କଂଗ୍ରେସ ଏବଂ ବାମଦଳର କର୍ମକର୍ତ୍ତାମାନେ ସମ୍ପୂର୍ଣ୍ଣ ସମର୍ଥନ ଜଣାଇ ବୁଧବାର ସକାଳ ୬ଟା ସମୟରେ ବାଲେଶ୍ୱର ରେଳ ଷ୍ଟେଶନରେ ପହଞ୍ଚି ରେଳ ଗାଡିକୁ ଅଟକାଇ ଥିଲେ। ବିଭିନ୍ନ ସଂଗଠନ ପକ୍ଷରୁ ଜିଲାର ସରକାରୀ ଏବଂ ବେସରକାରୀ ଅଫିସ୍‌ ସମ୍ମୁଖରେ ପତାକା ବାନ୍ଧି ଗେଟ୍‌ ବନ୍ଦ କରୁଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ସହରର ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ବାଲେଶ୍ୱର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର କୁରୁଡାଠାରେ ମଧ୍ୟ ବିଭିନ୍ନ ସଂଗଠନ ପକ୍ଷରୁ ରାସ୍ତାରୋକୋ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri