Posted inଜାତୀୟ

ବାଲ୍ୟ ବିବାହକୁ ଅମାନ୍ୟ ଘୋଷିତ କରୁଥିବା ଆଇନକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୭।୯ : ବାଲ୍ୟ ବିବାହକୁ ଅମାନ୍ୟ ଘୋଷିତ କରୁଥିବା ହରିୟାଣାର ଏକ ଆଇନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ଅନୁସାରେ ଏଣିକି ୧୫ରୁ ୧୮ ବର୍ଷ ବୟସ୍କ ପୁଅ ଝିଅଙ୍କ ବିବାହକୁ ବେଆଇନ ବିବେଚନା କରାଯିବ। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ପରେ ୨୦୨୦ରେ ହରିୟାଣା ସରକାରଙ୍କ ବାଲ୍ୟ ବିବାହ ସଂଶୋଧିତ ଆଇପନ ଅଣାଯାଇଥିଲା।

ଏହା ସହିତ ରାଷ୍ଟ୍ରପତି ନକଲ କାଗଜପତ୍ର ଦ୍ୱାରା ପଞ୍ଜିକରଣ ରୋକିବା ପାଇଁ ତାମିଲନାଡୁର ୧୯୦୮ ଆଇନର ସଂଶୋଧନ ପାଇଁ ୨୦୨୧ରେ ହୋଇଥିବା ଆଇନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ଦ୍ୱାରା ନକଲି କାଗଜ ପତ୍ର ଦ୍ୱାରା ହୋଇଥିବା ପଞ୍ଜିକରଣକୁ ରଦ୍ଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି ।…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri