ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଦ୍ଧାର ପାଇଁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିବା ପରୋ ନିଖୋଜ ଝିଅ ମାନଙ୍କୁ ଉଦ୍ଧାର ପାଇଁ ଏକ ଟିମ୍‌ ଗଠନ ହୋଇଛି । ଉକ୍ତ ଟିମ୍‌ ଭୁବନେଶ୍ୱରରେ ପହଞ୍ଚି ନିଖୋଜ ଝିଅମାନଙ୍କର ଅନୁସନ୍ଧାନ ଚଳାଇଛି । ଏପରି କି ଘଟଣା ସମ୍ପର୍କରେ ଭୁବନେଶ୍ୱର କମିଶନରେଟ ପୋଲିସକୁ ମଧ୍ୟ ସୂଚନା ଦିଆଯାଇଛି ବୋଲି ଗୋଶାଣିନୂଆଗାଁ ଥାନାଧିକାରୀ ସୁମିତ କୁମାର ସୋରେନ କହିଛନ୍ତି । ଏକ ସୂତ୍ରରୁ ମିଳିଥିବା ଅନୁସାରେ ଅନ୍ତେବାସୀମାନେ ନିର୍ଯାତନାର ଶିକାର ହୋଇ ସୋମବାର ରାତି ଉକ୍ତ ବାଳାଶ୍ରମର ପଛପଟ ପାଚେରି ଦେଇ ପଳାଇଥିଲେ। ପରେ ସେମାନେ ବ୍ରହ୍ମପୁର ରେଳଷ୍ଟେଶନକୁ ଯାଇ ସେଠାରୁ ଭୁବନେଶ୍ୱର ଚାଲିଯାଇଥିବା ପୋଲିସ ସୂଚନା ପାଇଛି । ଜଣେ ଝିଅ ଭୁବନେଶ୍ୱରସ୍ଥିତ ତାଙ୍କ ଘରେ ଥିବା ପୋଲିସ ଜାଣିବାକୁ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?