ବାଳାଶ୍ରମରୁ ୧୩ ଅନ୍ତେବାସୀ ନିଖୋଜ: ଢିଲା ସୁରକ୍ଷା ବ୍ୟବସ୍ଥା ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି।
ଅନ୍ୟପଟେ ଉକ୍ତ ବାଳାଶ୍ରମରୁ ଅନ୍ତେବାସୀ ବାରମ୍ବାର ନିଖୋଜ ହେଉଥିବା ବେଳେ ଏହାକୁ ନେଇ ଏବେ ସାଧାରଣରେ ଏକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘଟଣା ପରେ ଉକ୍ତ ବାଳାଶ୍ରମ ଦାୟିତ୍ୱରେ ଥିବା ସୁପରିଣ୍ଟେଣ୍ଡେଣ୍ଟ ସସ୍ମିତା ରାଣୀ ପାଢ଼ୀଙ୍କ ସହ ଯୋଗାଯୋଗ ବେଳେ ତାଙ୍କଠାରୁ କୌଣସି ଉତ୍ତର ମିଳିପାରିନାହିଁ। ଢିଲା ସୁରକ୍ଷା ବ୍ୟବସ୍ଥା ଯୋଗୁ ଏଭଳି ଘଟଣା ସେଠାରେ ବାରମ୍ବାର ଘଟୁଛି । ବାଳାଶ୍ରମରେ ରହୁଥିବା ଅନ୍ତେବାସୀଙ୍କ ସମସ୍ୟା ଉପରେ କର୍ତ୍ତୃପକ୍ଷ ଧ୍ୟାନ ଦେଉ ନ ଥିବା ବେଳେ ନାବାଳିକାମାନେ ମାନସିକ ଚାପରେ ରହୁଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି ।
ସୂଚନାଯୋଗ୍ୟ, ନିଖୋଜ ୧୩ ଜଣ ଅନ୍ତେବାସୀ ନିକଟରେ ବିଭିନ୍ନ ସ୍ଥାନରୁ ଉଦ୍ଧାର ହୋଇ ଉତ୍କଳ ବାଳାଶ୍ରମରେ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri