Posted inଜାତୀୟ

ବାସଭବନରେ ପହଞ୍ଚି ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୁଆଦିଲ୍ଲୀ,୮।୧୧: ରାମ ମନ୍ଦିର ଆନ୍ଦୋଳନରେ ନେତୃତ୍ୱ ନେଇଥିବା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଶୁକ୍ରବାର ୯୨ତମ ବର୍ଷ ବୟସରେ ପର୍ଦାପଣ କରିଛନ୍ତି। ଭାଜପାର ଆଉ ଜଣେ ଲୌହ ପୁରୁଷ କୁହାଯାଉଥିବା ଆଡଭାନୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇବାକୁ ତାଙ୍କ ବାସଭବନରେ ପହଞ୍ଚିଥିଲେ। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିଥିଲେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?