Posted inଜାତୀୟ

ବାହାର ରାଜ୍ୟରେ ଥିବା ସମସ୍ତ ଶିକ୍ଷାର୍ଥୀ, ଶ୍ରମିକଙ୍କୁ ଆଣିବା ସମ୍ଭବ ନୁହେଁ: ଅଶୋକ

ପାଟନା,୩୦।୪: କରୋନା ଭାଇରସର ସଂକ୍ରମଣକୁ ଦେଖି ସାରା ଦେଶରେ ୪୦ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ଏବେ ଏହା ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ଥିବା ବେଳେ ଏହି ସମୟରେ ବାହାରେ ରହି ଯାଇଥିବା ଶିକ୍ଷାର୍ଥୀ ଓ ଶ୍ରମିକମାନଙ୍କୁ ସବୁ ରାଜ୍ୟ ନିଜ ନିଜ ରାଜ୍ୟକୁ ଫେରାଇ ନେବାକୁ ଚେଷ୍ଟା କରୁଛନ୍ତି। ହେଲେ ବିହାରର ଜେଡିୟୁ ନେତା ଅଶୋକ ଚୌଧୁରୀ କହିଛନ୍ତି, ବାହାର ରାଜ୍ୟରେ ଥିବା ଲକ୍ଷାଧିକ ଶିକ୍ଷାର୍ଥୀ ଓ ଶ୍ରମିକଙ୍କୁ ରାଜ୍ୟକୁ ଫେରାଇ ଆଣିବା ସମ୍ଭବ ନୁହେଁ। ତେବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଅନୁମତି ମିଳିଥିଲେ ମଧ୍ୟ ରାଜ୍ୟ ବାହାରେ ଥିବା ୨୫ ଲକ୍ଷ ଲୋକଙ୍କୁ ସାମାଜିକ ଦୂରତା ବଜାୟ ରଖି ଆଣିବା ପାଇଁ ହେଲେ ୧.୭୦ ଲକ୍ଷ ବସ୍‌ର ଆବଶ୍ୟକତା ରହିଛି। ଯାହା ଅସମ୍ଭବ ବୋଲି ଶ୍ରୀ ଚୌଧୁରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri