ବାହୁଡ଼ାରେ ନାଚପାର୍ଟିକୁ ନେଇ ଉତ୍ତେଜନା

ଦିଗପହଣ୍ଡି,୧୫ା୭(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ସମୟରେ ଉତ୍ତେଜନା ଦେଖା ଦେଇଛି। ଜଗନ୍ନାଥଙ୍କ ରଥ ଅଧାବାଟରେ ଅଟକିବା ପରେ ପ୍ରତିବର୍ଷ ନାଚ ପରିବେଷଣ କରାଯିବା ସହ ପରଦିନ ପୁଣି ରଥଟଣା ହେବାର ପରମ୍ପରା ରହିଛି। କିନ୍ତୁ ଚଳିତବର୍ଷ ଗ୍ରାମର ଦୁଇ ନାଚପାର୍ଟି ଗୋଟିଏ ସ୍ଥାନରେ ନାଚ ପରିବେଷଣ କରିବାକୁ ଅଡିବସିବାରୁ ବିବାଦ ଦେଖାଦେଇଥିଲା। ଖବର ଜିଲା ପ୍ରଶାସନ ନିକଟରେ ପହଞ୍ଚିବା ପରେ ଆଇନଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ତୁରନ୍ତ ଘଟଣା ସ୍ଥଳକୁ ପୋଲିସ ଫୋର୍ସ ପଠାଯାଇଥିଲା। ରବିବାର ଗ୍ରାମର ଭଦ୍ରବ୍ୟକ୍ତି, ପଞ୍ଚାୟତ ଜନପ୍ରତିନିଧି ଏବଂ ଦୁଇ ନାଚପାର୍ଟିର ପରିଚାଳକ ଓ ଅନ୍ୟ କର୍ମକର୍ତ୍ତାଙ୍କୁ ଡକାଇ ବୈଠକ କରାଯାଇଥିଲା। ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚିକିଟି ଏସଡିପିଓ ଏସ.ଏନ. ମୁର୍ମୁ, ନୂଆଗଁା ଆଇଆଇସି ମାଧବାନନ୍ଦ ନାୟକ, ସୁପରଭାଇଜର ସତ୍ୟ ନାରାୟଣ ପାଣିଗ୍ରାହୀ, ରାଜସ୍ବ ନୀରିକ୍ଷକ ଫକୀର ମୋହନ ରାଉତ, ବିଘ୍ନେଶର ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହି ଉଭୟ ପକ୍ଷଙ୍କୁ ବୁଝାଶୁଝା କରିଥିଲେ। ଏହାପରେ ଉତ୍ତେଜନା ପ୍ରଶମିତ ହୋଇ ଜଗନ୍ନାଥଙ୍କ ରଥଟଣା ସୁରୁଖୁରୁରେ ସମ୍ପନ୍ନ ହେବାସହ ମନ୍ଦିର ବିଜେ କରାଯାଇଥିଲା। ଗ୍ରାମରେ ଶାନ୍ତି ଫେରିଥିଲେ ମଧ୍ୟ ୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri