ବାହୁଦା ନଦୀରେ ବୁଡ଼ି ଯୁବକ ମୃତ

ପାତ୍ରପୁର,୧୬ା୮(ଡି.ଏନ୍‌.ଏ.): ଖାରିଆଗୁଡ଼ା ଫାଣ୍ଡି ଆମୁଣ୍ଡି ଗ୍ରାମ ନିକଟ ଦେଇ ପ୍ରବାହିତ ବାହୁଦା ନଦୀରେରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକଜଣକ ହେଲେ ଶ୍ୟାମ ବେହେରା (୩୯)। ଶୁକ୍ରବାର ସକାଳୁ ସେ ଗାଧୋଇବା ପାଇଁ ନଦୀକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ଦୀର୍ଘସମୟ ପର୍ଯ୍ୟନ୍ତ ଶ୍ୟାମ ଘରକୁ ନ ଫେରିବାରୁ ପରିବାର ଓ ଗ୍ରାମବାସୀ ଖୋଜାଖୋଜି କରିଥିଲେ। ପରେ ପାତ୍ରପୁର ଅଗ୍ନିଶମ ବାହୀନି ପହଞ୍ଚତ୍ ମୃତଦେହ ନଦୀରୁ ଉଦ୍ଧାର କରିଥିଲେ। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri