ବାୟୁ ପ୍ରଦୂଷଣ: ୧୭ ସହର ସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ରାଜ୍ୟ ପ୍ରଦୂଷଣ ବୋର୍ଡ ପକ୍ଷରୁ ୧୭ ସହର ବାୟୁର ମାନ ପରୀକ୍ଷଣ କରାଯାଇଥାଏ। ଚଳିତ ଅକ୍ଟୋବର ଶେଷ ସୁଦ୍ଧା ମାନ ପରୀକ୍ଷା ସମ୍ବଦ୍ଧିତ ତଥ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି।

ରାଜଧାନୀ ଭୁବନେଶ୍ୱର ସହରର ହାରାହାରି (ଏୟାର କ୍ୱାଟିଲି ଇଣ୍ଡେକ୍ସ)ଏକ୍ୟୁଆଇ ଚଳିତ ବର୍ଷ ‘ସାଟିସଫେକ୍ଟୋରୀ’ ରହିଛି। ବଣାଇଗଡ, କଟକ, ଝାରସୁଗୁଡା, କଳିଙ୍ଗ ନଗର, ପାରଦୀପ, ପୁରୀ , ରାଜଗାଙ୍ଗପୁର ଓ ରାଉରକେଲାର ହାରାହାରି ଏକ୍ୟୁଆଇ ଉଦ୍‌ବେଗଜନକସ୍ତରରେ ନାହିଁ। ଅପରପକ୍ଷରେ ୭ ସହର ଯଥା-ଭୁବନେଶ୍ୱର,କଟକ,ରାଉରକେଲା,ଅନୁଗୋଳ,ତାଳଚେର,ବାଲେଶ୍ୱର ଏବଂ କଳିଙ୍ଗ ନଗରରେ ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ବହୁମୁଖୀ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏକ୍ୟୁଆଇକୁ ଆଧାର କଲେ ଅନୁଗୋଳ ୯୭, ତାଳଚେର ୯୯, ବାଲେଶ୍ୱର ୮୭, ବ୍ରହ୍ମପୁର ୬୬,ଭୁବନେଶ୍ୱର ୯୪, ବଣାଇଗଡ ୧୧୬, କଟକ ୧୦୯,ଝାରସୁଗୁଡା ୧୦୪, କଳିଙ୍ଗ ନଗର ୧୦୩, କେନ୍ଦୁଝର ୪୮, କୋଣାର୍କ ୬୯, ପାରାଦୀପ ୧୨୪, ପୁରୀ ୧୦୭, ରାୟଗଡା ୬୦, ରାଜଗାଙ୍ଗପୁର ୧୩୮, ରାଉରକେଲା ୧୧୪ ଏବଂ ସମ୍ବଲପୁରର ଏକ୍ୟୁଆଇ ୮୪ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri