Posted inଜାତୀୟ

ବାୟୁସେନା ଦିବସ: ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଦେଲେ ୩ ସେନାମୁଖ୍ୟ

ନୂଆଦିଲ୍ଲୀ,୮।୧୦: ବାୟୁସେନା ଦିବସ ଅବସରରେ ମଙ୍ଗଳବାର ସେନାମୁଖ୍ୟ ଜେନରାଲ ବିପିନ ରାଓ୍ବତ, ବାୟୁସେନା ମୁଖ୍ୟ ଆର୍‌କେଏସ୍‌ ଭଦୌରିଆ ଓ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ନ୍ୟାଶନାଲ ଓ୍ବାର ମେମୋରିଆଲରେ ପୁଷ୍ପଗୁଚ୍ଛ ଦେଇ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ୮୭ ତମ ବାୟୁସେନା ଦିବସ ଅବସରରେ ବାୟୁସେନା ପକ୍ଷରୁ ବୀର ଶହୀଦ ଓ ତାଙ୍କ ପରିବାରକୁ ଟୁଇଟ୍‌ କରି ଅଭିବାଦନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

କାହିଁକି ଘରକୁ ଫେରି ନାହାନ୍ତି ଅଭିତିଜ ଦୀପକେ? କେଉଁଠି ଅଛନ୍ତି? ଉଠିଲାଣି ଅନେକ ପ୍ରଶ୍ନ

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଲେ; ଏବେ ପ୍ରହ୍ଲାଦ ଜୋଷୀ ଏହି ପଦ…

ଶନି ବଳୟର କଣିକା ସଂଗ୍ରହ କରିବ ଏଆଇ ରୋବୋଟିକ୍‌ ସିଷ୍ଟମ୍‌

ୱାଶିଂଟନ,୨୭ା୭: ଶନି ଗ୍ରହର ସୃଷ୍ଟି, ଏହାର ଚାରିପାଖରେ ଥିବା ବିଶାଳ ବଳୟ ଏବଂ ବ୍ରହ୍ମାଣ୍ଡରେ ଗ୍ରହଗୁଡ଼ିକର ବିକାଶ ସମ୍ପର୍କରେ ଲୁଚି ରହିଥିବା ଅନେକ ରହସ୍ୟର ପର୍ଦ୍ଦାଫାଶ କରିବା…

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା…

CJP ପ୍ରଦର୍ଶନ ଶେଷ ହେବା ପରେ ଆଉ ଜଣେ ନିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଜାଣିଲେ…

ନୂଆଦିଲ୍ଲୀ, ୨୭॥୭: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri