Posted inଜାତୀୟ

ବାୟୁସେନାକୁ ମିଳିବ ଅଧିକ ଶକ୍ତି: ୨୦୦ ଯୁଦ୍ଧବିମାନ କିଣିବ ଭାରତ

କୋଲକାତା,୧୩ା୧(ପି.ଟି.): ଭାରତୀୟ ବାୟୁସେନାକୁ ଅଧିକ ବଳଦେବା ପାଇଁ ସରକାର ୨୦୦ ଲଢ଼ୁଆ ବିମାନ କ୍ରୟ କରିବେ। ଏନେଇ ପ୍ରକ୍ରିୟା ଜାରି ରହିଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହାଲ୍‌ ନିର୍ମିତ ୮୩ ଏଲ୍‌ସିଏ ତେଜସ୍‌ ମାର୍କ୧ ଆଡଭାନ୍ସଡ୍‌ ଜେଟ୍‌ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ପ୍ରତିରକ୍ଷା ସଚିବ ଅଜୟ କୁମାର ପ୍ରକାଶ କରିଛନ୍ତି। ଏଥିସହ ଅନ୍ୟ ୧୧୦ ଲଢ଼ୁଆ ବିମାନ ଲାଗି ପ୍ରସ୍ତାବ ଦିଆଯାଇଥିବା ସେ କହିଛନ୍ତି। ସାମ୍ପ୍ରତିକ ସ୍ଥିତିକୁ ଦେଖି ୮୩ ଲାଇଟ୍‌ କମ୍ବାକ୍ଟ ଏୟାରକ୍ରାଫ୍ଟ ଚୂଡ଼ାନ୍ତ ହୋଇଥିଲା। ଭାରତୀୟ ଆବଶ୍ୟକତା ପୂରଣ କରିବା ସହ ବାୟୁସେନାର ଶକ୍ତି ଏହା ବୃଦ୍ଧି କରିପାରିବ ବୋଲି କୁମାର କହିଛନ୍ତି। ଚଳିତ ବର୍ଷ ଏହିକାର୍ଯ୍ୟ ସମ୍ପନ୍ନ କରାଯିବ ବୋଲି ସେ ମତ ଦେଇଛନ୍ତି। ବାୟୁସେନା ନିକଟରେ ଏବେ ସୁଖୋଇ ୩୦ ଏମ୍‌କେଆଇ, ମିରଜ୍‌ ୨୦୦୦, ମିଗ୍‌ ୨୯, ଜାଗୁଆର, ମିଗ୍‌ ୨୧ ବିସନ୍‌ ରହିଛି। ୧୯୯୯ କାର୍‌ଗିଲ ଯୁଦ୍ଧ ବେଳେ ଦମ୍‌ ଦେଖାଇଥିବା ମିଗ୍‌ ୨୭ ଯୁଦ୍ଧବିମାନ ଉପରେ କଟକଣା ଲଗାଯିବା ପରେ ଅଧିକ ଯୁଦ୍ଧବିମାନ କ୍ରୟର ଆବଶ୍ୟକତା ରହିଥିବା ପ୍ରତିରକ୍ଷା ସଚିବ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri