ବାୟୋପିକ୍‌ ‘୮୩’ରେ ସୁନିଲ ଗାଭାସ୍କରଙ୍କ ଭୂମିକାରେ ନଜର ଆସିବେ ତାହିର

ମୁମ୍ବାଇ: କ୍ରିକେଟର କପିଲ ଦେବଙ୍କ ବାୟୋପିକ୍‌ ‘୮୩’ରେ ମୁଖ୍ୟ ଭୂମିକାରେ ରଣବୀର ସିଂ ନଜର ଆସୁଛନ୍ତି। ୧୯୮୩ରେ ଭାରତ ଓ୍ବାର୍ଲଡ କପ୍‌ ଜିତିବା ବେଳର କାହାଣୀକୁ ନେଇ ଫିଲ୍ମଟି ନିର୍ମାଣ କରାଯାଇଛି। ଏହାର ପୋଷ୍ଟର ରିଲିଜ୍‌ ହୋଇସାରିଛି। ଏହି ଫିଲ୍ମରେ କପିଳ ଦେବଙ୍କ ସହ ସୁନିଲ ଗାଭାସ୍କର ମଧ୍ୟ ନଜର ଆସିବେ। ଏହି ପୋଷ୍ଟରର ଫାଷ୍ଟଲୁକ୍‌ ଏବେ ସୋସିଆଲ ମିଡିଆରେ ଶେୟାର କରାଯାଇଛି। କବିର ଖାନଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମରେ ତାହିର ରାଜ ଭସିନ ସୁନିଲ ଗାଭାସ୍କରଙ୍କ ଭୂମିକାରେ ନଜର ଆସିବେ। ଏଥିରେ ଦୀପିକା ପାଦୁକୋନଙ୍କୁ ବି ଦେଖିବାକୁ ମିଳିବ ବୋଲି ଶୁଣିବାକୁ ମିଳିଛି। ଏହାର ପ୍ରଥମ ପୋଷ୍ଟରକୁ ଶେୟାର କରି ରଣବୀର ଲେଖିଛନ୍ତି ଇଟ୍ସ କମିଙ୍ଗ। ଏଥିରେ କେବଳ ୮୩ ଲେଖାଯାଇଛି। ଏହାପରେ ରଣବୀର ଫିଲ୍ମର କ୍ୟାରେକ୍ଟରର ପ୍ରଥମ ପୋଷ୍ଟର ଶେୟାର କରିଛନ୍ତି। ଏଥିରେ ସୁନିଲ ଗାଭାସ୍କରଙ୍କ ଭୂମିକାରେ ନଜର ଆସିବାକୁ ଥିବା ତାହିରଙ୍କ ପୋଷ୍ଟରକୁ ଶେୟାର କରି ରଣବୀର ଲେଖିଛନ୍ତି, ‘ତାହିର ରାଜ ଭସିନ ଆଜ୍‌ ଲିଟିଲ ମାଷ୍ଟର ସୁନିଲ ଗାଭାସ୍କର’।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…

ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri