ବାୟୋମେଟ୍ରିକ୍‌ରେ ହାଜିରା ଦେବେ ସଫେଇ କର୍ମଚାରୀ

ଅନୁଗୋଳ ଅଫିସ, ୨୬।୨ – ଆଉ କାଗଜକଲମରେ ଉପସ୍ଥାନ ଚଳିବ ନାହିଁ। ଅନୁଗୋଳ ପୌରପାଳିକା ଅଧୀନରେ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀମାନଙ୍କ ଉପସ୍ଥାନ ଏଣିକି ବାୟୋମେଟ୍ରିକ୍‌ ପଦ୍ଧତିରେ ନିଆଯିବ। ଆସନ୍ତା ମାର୍ଚ୍ଚ ୧ ତାରିଖରୁ ପୌର ପ୍ରଶାସନ ଏହି ନିୟମ ଲାଗୁ କରିବ ବୋଲି ପୌର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେଲେ ପୌରପାଳିକାର ସଫେଇ କର୍ମଚାରୀ ଆଉ ଉପସ୍ଥାନକୁ ନେଇ ଠକି ପାରିବେ ନାହିଁ। ଠିକ୍‌ ଭାବେ ଉପସ୍ଥାନ ରହିଲେ ସେହି ଅନୁଯାୟୀ ଦରମା ମିଳିବ। ଏ ନେଇ କାହା ନିକଟରେ ଅଭିଯୋଗ କଲେ ମଧ୍ୟ ଶୁଣାଯିବ ନାହିଁ। ପୂର୍ବରୁ ସଫେଇ କର୍ମଚାରୀମାନେ ପୌର କର୍ତ୍ତୃପକ୍ଷଙ୍କୁ ଭୁଆଁ ବୁଲାଇ ଏଣେ ତେଣେ ବୁଲୁଥିବା ଅଭିଯୋଗ ହେଉଥିଲା। ସକାଳୁ ଆସୁଥିଲେ ମଧ୍ୟ କିଏ କେଉଁ ଆଡ଼େ ଯାଉଥିଲା କାହା ପାଖରେ ସୂଚନା ରହୁ ନ ଥିଲା। କିନ୍ତୁ ଏବେ ବାୟୋମେଟ୍ରିକ୍‌ ଉପସ୍ଥାନ ଦ୍ୱାରା ସେମାନଙ୍କ ଉପରେ ନଜର ରଖାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…

ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନା କରିବାକୁ…

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…

ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…

ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ

କେସିଙ୍ଗା,୩ା୨(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri