ବିଏମ୍‌ସିର ଦୁଇ ଟ୍ରକ୍‌କୁ ୩୩ ହଜାର ଜରିମାନା

ଭୁବନେଶ୍ୱର,୪।୩(ବ୍ୟୁରୋ): ସୋମବାର ସିଆର୍‌ପିଏଫ୍‌ ଛକରେ ଯାଞ୍ଚ୍‌ବେଳେ ଘରୋଇ ଶିକ୍ଷାନୁଷ୍ଠାନର ଦୁଇ ବସ୍‌କୁ ଜବତ କରାଯିବା ସହ ୫୨ ହଜାର ୫ଶହ ଟଙ୍କା ଜରିମାନା କରିଥିଲା ଆର୍‌ଟିଓ। ମଙ୍ଗଳବାର ଆରଟିଓ-୨ ପକ୍ଷରୁ ପଟିଆ ରଘୁନାଥପୁର ଛକ ନିକଟରେ ଯାଞ୍ଚ ସମୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଦୁଇଟି ଅଳିଆ ବୋଝେଇ ଟ୍ରକ୍‌ ଉପରେ ୩୩ ହଜାର ଟଙ୍କା ଜରିମାନା କରାଯାଇଛି। ଗାଡି ନଂ.ଓଆର୧୯ଡି୮୩୧୬କୁ ୨୨ ହଜାର ୫ଶହ ଟଙ୍କା ଜରିମାନା ହୋଇଛି। ମୋଟରଯାନ ଆଇନ ଧାରା ୧୭୭ ଅନୁସାରେ ସାଧାରଣ ଉଲ୍ଲଂଘନ ପାଇଁ ୫ଶହ ଟଙ୍କା, ଧାରା ୧୯୦(୨)ଏୟାର ପଲ୍ୟୁଶନ ପାଇଁ ୧୦ ହଜାର ଟଙ୍କା, ଧାରା ୧୯୨(ଏ) ବିନା ପରମିଟ୍‌ରେ ଗାଡି ଗଡୁଥିବାରୁ ୧୦ ହଜାର ଟଙ୍କା, ଧାରା ୧୯୬ ଅନୁସାରେ ଇନ୍ସୁରାନ୍ସ ନ ଥିବାରୁ ୨ହଜାର ଟଙ୍କା ଜରିମାନା କରାଯାଇଛି। ସେହିପରି ଅନ୍ୟଏକ ଟ୍ରକ୍‌ର ପଲ୍ୟୁଶନ ନ ଥିବା ଓ ସାଧାରଣ ନିୟମ ଉଲ୍ଲଂଘନ ପାଇଁ ପାଇଁ ୧୦ ହଜାର ୫ଶହ ଟଙ୍କା ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri