ବିଏସ୍‌ଏଫ୍‌ ବାଟାଲିୟନ ପକ୍ଷରୁ ଯୋଗାଭ୍ୟାସ

ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍‌ଏଫ୍‌ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବହୁସଂଖ୍ୟାରେ ଜନସାଧାରଣ ଅଂଶଗ୍ରହଣ କରି ଯୋଗାଭ୍ୟାସ କରିଥିଲେ। ଚିତ୍ରକୋଣ୍ଡାର ଅନୁଭବୀ ଦୈନିକ ଅଭ୍ୟାସର ଯୋଗ ଆଚାର୍ଯ୍ୟ ଲାମା ଗୁରୁ ତଥା ବିଏସ୍‌ଏଫ କମାଣ୍ଡାଣ୍ଟଙ୍କ ନେତୃତ୍ୱରେ ଯୋଗାଭ୍ୟାସ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ଯୋଗ ମହୋତ୍ସବ ସମିତିର ସଦସ୍ୟ ଶୃତିରଞ୍ଜନ ନାୟକ, ଅଶୋକ ସ୍ବାଇଁ, ରବି ପାଢ଼ୀ, କ୍ଷୀରୋଦ ବେହେରା ଓ ଅମିତ ଅଗ୍ରୱାଲଙ୍କ ସମେତ ସମସ୍ତ ସଦସ୍ୟ ଯୋଗଦେଇଥିଲେ। ସେହିଭଳି ଚିତ୍ରକୋଣ୍ଡା ଯୋଗ ମହୋତ୍ସବ ଦ୍ୱାରା ପରିଚାଳିତ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ୧୮ଟି ପଞ୍ଚାୟତ ଅନ୍ତର୍ଭୁକ୍ତ ୩୦ଟି ବିଦ୍ୟାଳୟରେ ଆଚାର୍ଯ୍ୟମାନଙ୍କ ନେତୃତ୍ୱରେ ବିଶ୍ୱ ଯୋଗ ଦିବସ ପାଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ସାବ୍ୟସ୍ତ କଲେ ଏମ୍‌ପି ସପ୍ତଗିରି

ରାୟଗଡ଼ା,୧୩ା୫(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନରେ କୋରାପୁଟ ଲୋକ ସଭା ଓ ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ ଓ ଗୁଣପୁରଠାରେ ମତଦାନ ଆରମ୍ଭ...

ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା

ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍‌ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ।...

ରାସ୍ତା, ପାଣି ସୁବିଧା ନ ହେଲେ ଭୋଟ ଦେବୁନି

ରାୟଗଡ଼ା,୧୦।୫(ଭାଗ୍ୟଶ୍ରୀ ମିଶ୍ର ): ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଆଜି ବି ଅନେକ ଅଞ୍ଚଳ ଅପହଞ୍ଚ l କଲ୍ୟାଣସିଂପୁରର ୧୫ ନମ୍ବର ୱାର୍ଡରେ ଥିବା ଘାଗୁଡ଼ିମାଳ...

ଓଡ଼ିଶାରେ ପରିବର୍ତ୍ତନ ପବନ ବହୁଛି: ରାଜନାଥ

ରାୟଗଡ଼ା,୯।୫(ଆଶିଷ ରଞ୍ଜନ ପଣ୍ଡା)ଏଥର ଓଡ଼ିଶାରେ ସରକାର ଗଠନ କରିବ ଭାଜପା। ରାଜ୍ୟର ବିକାଶ ପାଇଁ ଚଳିତ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ବହୁଳ ଭୋଟ୍‌ରେ ବିଜୟୀ କରାଇବେ।...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ପ୍ରାର୍ଥୀଙ୍କ ଟାର୍ଗେଟ୍‌ରେ ତେଲୁଗୁ ଭୋଟର

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ଆସନ୍ତା ନିର୍ବାଚନରେ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ସହ କୋରାପୁଟ ଲୋକ ସଭା ଆସନ ଜିତିବା ପାଇଁ ସବୁ ଦଳର ପ୍ରାର୍ଥୀ...

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri