ବିଓଆଇ ଅଫିସର୍ସ ଆସୋସିଏଶନ ପକ୍ଷରୁ ରିଲିଫ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ରିଲିଫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଷତିଗ୍ରସ୍ତଙ୍କୁ ତାର୍ପୋଲିନ, ମଶାରୀ, ସୋଲାର ଲାଇଟ, ଖାଦ୍ୟ ପ୍ୟାକେଟ ଏବଂ ପାନୀୟ ଜଳ ବଣ୍ଟନ କରାଯାଇଥିଲା। ଆଳସାରଙ୍ଗ, ନିମସାହି, ଚାଷଖଣ୍ଡ, ଗଉଡ ସାହି, ପରାହାଟ, ହରଚଣ୍ଡୀ ସାହି, ବଗୁଲା ପାରି ଭଳି ସ୍ଥାନଗୁଡିକରେ ରିଲିଫ ବଣ୍ଟନ କରାଯାଇଥିଲା। ଏହି ଅବସରରେ ଝାଡଖଣ୍ଡ ଆସୋସିଏଶନର ସାଧାରଣ ସମ୍ପାଦକ ସୁନୀଲ କୁମାର ଲାକ୍ରା, ସଭାପତି ରାଜକୁମାର ଶ୍ରୀବାସ୍ତବଙ୍କ ସମେତ ଝାଡଖଣ୍ଡର ୮ ସଦସ୍ୟ, ଓଡ଼ିଶା ଆସୋସିଏଶନ ସଭାପତି ସ୍ମୃତିରଞ୍ଜନ ସାହୁ, ସାଧାରଣ ସମ୍ପାଦକ କମଲଜିତ ମହାପାତ୍ର, ସ୍ଥାନୀୟ ବାସିନ୍ଦା ସୁବ୍ରତ କୁମାର ବରାଳ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri