ଭୁବନେଶ୍ୱର,୨-୧୧: ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ) କେନ୍ଦୁଝର ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ପ୍ରବନ୍ଧକ ଭାବେ ଉପମହାପ୍ରବନ୍ଧକ ସୌନ୍ଦର୍ଯ୍ୟ ଭୂଷଣ ସାହାଣୀ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବ୍ୟାଙ୍କର ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟଠାରେ ଉପମହାପ୍ରବନ୍ଧକ ଏବଂ ଚିଫ୍ ଡିଲର ଭାବେ କାର୍ଯ୍ୟରତ ଥିଲେ। ୧୯୯୭ ମସିହାରେ ସେ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଯୋଗ ଦେଇଥିଲେ। ବ୍ୟାଙ୍କର ବିଭିନ୍ନ ପଦ ପଦବୀରେ ସେ କାର୍ଯ୍ୟ କରିବା ସହ ବ୍ୟାପକ ଅଭିଜ୍ଞତା ହାସଲ କରିଛନ୍ତି। ନୂଆ ପଦବୀରେ କାର୍ଯ୍ୟ କରିବା ବେଳେ ଉନ୍ନତ ଗ୍ରାହକ ସେବା, ଅଗ୍ରାଧିକାର କ୍ଷେତ୍ରକୁ ଋଣ ଯୋଗାଣ, ସାମାଜିକ ସୁରକ୍ଷା ଯୋଜନା, ଡିଜିଟାଲ ବ୍ୟାଙ୍କିଙ୍ଗ ଏବଂ ଅପହଞ୍ଚ ଇଲାକାରେ ବ୍ୟାଙ୍କିଙ୍ଗ ସେବା ଯୋଗାଣ ଦିଗରେ କାର୍ଯ୍ୟ କରିବେ ବୋଲି କହିଛନ୍ତି।
DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!
ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…
Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…
ନୂଆଦିଲ୍ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…
ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭
ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…
୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…
ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…
ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?
ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…
ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି
ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…
ଡିଜିଟାଲ୍ ଯୁଗରେ ବି କ୍ୟାଶ୍ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା
ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…
ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…
Archives

