ବିକାଶ ହାର ପୂର୍ବାନୁମାନ ୫%କୁ ହ୍ରାସକଲା ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୦-୧:ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଭାରତର ବିକାଶ ହାର ୫% ରହିବ ବୋଲି ବିଶ୍ୱବ୍ୟାଙ୍କ ଗୁରୁବାର ଏହାର ପୂର୍ବାନୁମାନରେ ପ୍ରକାଶ କରିଛି। ଆଗାମୀ ଆର୍ଥତ୍କ ବର୍ଷରେ ଏହା ୫.୮% ପର୍ଯ୍ୟନ୍ତ ବଢିପାରେ ବୋଲି ଏହା ଆକଳନରେ ପ୍ରକାଶ କରିଛି। ବାଂଲାଦେଶର ଅଭିବୃଦ୍ଧି ହାର ୭% ଏବଂ ପାକିସ୍ତାନ ୩% ହାରରେ ଅଭିବୃଦ୍ଧି କରିବ ବୋଲି ଗ୍ଲୋବାଲ ଇକୋନୋମିକ ପ୍ରୋସପେକ୍ଟର ସଦ୍ୟତମ ରିପୋର୍ଟରେ ବିଶ୍ୱବ୍ୟାଙ୍କ ଏଭଳି ପୂର୍ବାନୁମାନ କରିଛି। ୨୦୧୯-୨୦ରେ ବିଶ୍ୱ ସ୍ତରରେ ୨.୫% ଅଭିବୃଦ୍ଧି ରହିବ ବୋଲି ଏହା ରିପୋର୍ଟରେ ଉଲ୍ଲେଖ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri