ବିକାଶଶୀଳ ଦେଶରେ ଅଧିକ ହାର୍ଟ ରୋଗୀ

ହୃଦ୍‌ ଜନିତ ସମସ୍ୟା ଯୋଗୁ ୧୯୯୦ରେ ୧୨.୩ ନିୟୁତ ଏବଂ ୨୦୧୩ରେ ୧୭.୩ ନିୟୁତ ଲୋକଙ୍କର ଜୀବନ ଯାଇଛି । ୧୯୭୦ ପରେ ହାର୍ଟ ରୋଗୀଙ୍କ ସଂଖ୍ୟା ବିକଶିତ ଦେଶ ତୁଳନାରେ ବିକାଶଶୀଳ ଦେଶରେ ଅଧିକ ହୋଇଛି । ଏଥିଯୋଗୁ ୮୦ ପ୍ରତିଶତ ପୁରୁଷଙ୍କ ମୃତ୍ୟୁ ଘଟୁଥିବାବେଳେ ୭୫ ପ୍ରତିଶତ ମହିଳାଙ୍କ ମୃତ୍ୟୁ ହୋଇଥାଏ ବୋଲି ଓ୍ବାଲ୍ଡ ହାର୍ଟ ଫାଉଣ୍ଡେଶନ୍‌ ରିପୋର୍ଟରେ ପ୍ରକାଶ ପାଇଛି। ପୁରୁଷଙ୍କଠାରେ ହାର୍ଟ ସମସ୍ୟା ମହିଳାଙ୍କଠାରୁ ୧୦ ବର୍ଷ ପୂର୍ବରୁ ପ୍ରକାଶ ପାଇଥାଏ। ମାନସିକ ଚାପ, ଅନିୟନ୍ତ୍ରିତ ଖାଦ୍ୟପେୟ, ଡାଇବେଟିସ୍‌, ଉଚ୍ଚରକ୍ତଚାପ ଆଦି ହାର୍ଟ ଆଟାକର ମୁଖ୍ୟ କାରଣ ବୋଲି ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା, ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ଫାଇଲ ଗାଏବ: କ୍ୟାପିଟାଲ ଥାନାରେ…

ଭୁବନେଶ୍ବର,୧୧।୬ (ପ୍ରସନଜିତ୍‌ ସାହୁ): କନ୍ଧମାଳ ଜଲେଶପେଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ହତ୍ୟା ଘଟଣାକୁ ନେଇ ଏ. ଏସ୍‌. ନାଇଡୁ କମିଶନ ତଦନ୍ତ କରି ସରକାରଙ୍କୁ ରିପୋର୍ଟ…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri