Posted inବରଗଡ଼

ବିକ୍ରି ହେଉନି ଧାନ, ଆନ୍ଦୋଳନମୁହାଁ ଚାଷୀ

ଝାରବନ୍ଧ, ୪।୨ (ଡି.ଏନ.ଏ)
ଝାରବନ୍ଧ ବ୍ଲକ ଡଭା କୃଷି ସମବାୟ ସମିତିର ଚାଷୀମାନେ ସେମାନଙ୍କ ଧାନ ବିକ୍ରି କରିପାରୁନାହାନ୍ତି। ଏକ ସପ୍ତାହ ମଧ୍ୟରେ ଏହି ସମସ୍ୟାର ସମାଧାନ କରା ନ ଗଲେ ସେମାନେ ରାସ୍ତା ଅବରୋଧ କରିବାକୁ ଧମକ ଦେଇଛନ୍ତି।
ଚଳିତ ଖରିଫ ଋତୁରେ ଧାନ ବିକ୍ରି କରିବା ପାଇଁ ଚାଷୀମାନେ ପଞ୍ଜୀକରଣ କରିଥିଲେ। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ ଡଭା କୃଷି ସମବାୟ ସମିତିର ୧୯୧ ଜଣ ଓ ଝାରବନ୍ଧ ସମବାୟ ସମିତିର ୨୬ ଜଣ ଚାଷୀଙ୍କ ଅଧିକାଂଶ ଜମି ପଞ୍ଜୀକରଣ କରାଯାଇ ନ ଥିଲା। ଫଳରେ ଅମଳ ପରେ ସେମାନଙ୍କ ଧାନ ପଡି ରହିଛି। ଏହାକୁ ନେଇ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏହାର ତଦନ୍ତ କରି ବିହିତ ପଦକ୍ଷେପ ନେବା ପାଇଁ ସେମାନେ ଦାବି କରିବା ସହ ଝାରବନ୍ଧ ତହସିଲଦାରଙ୍କ ମାଧ୍ୟମରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୭ ଦିନ ମଧ୍ୟରେ ସମାଧାନ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ରରେ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri