ବିଗୁଡ଼ୁଛି ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି: ସଙ୍କଟରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା; ଉଦ୍‌ବେଗ ପ୍ରକାଶ କଲେ ବୁଦ୍ଧିଜୀବୀ

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚିଛି। ଏହି ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରିଚାଳନା କମିଟି ବିନା ଅନୁମୋଦନରେ କିଭଳି ଏତେ ପରିମାଣର ଟଙ୍କା ଏକ ଘରୋଇ ବ୍ୟାଙ୍କରେ ରଖାଗଲା ତାହାକୁ ନେଇ ବୁଦ୍ଧିଜୀବୀମାନେ ପ୍ରଶ୍ନ ଉଠାଇଛନ୍ତି। ତେଣୁ ମହାପ୍ରଭୁଙ୍କ ଏହି ଟଙ୍କା ୟେସ୍‌ ବ୍ୟାଙ୍କରୁ ଉଠାଯାଇ କିଭଳି ଜାତୀୟକରଣ ବ୍ୟାଙ୍କରେ ଜମା ହେବ ସେ ନେଇ ବ୍ୟବସ୍ଥା କରିବାକୁ ବୁଦ୍ଧିଜୀବୀ, ସେବାୟତଙ୍କ ସହ ଭକ୍ତମାନେ ଦାବି କରିଛନ୍ତି। ଅପରପକ୍ଷେ ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ଜିଲା ପ୍ରଶାସନିକ ଅଧିକାରୀ ମୁହଁ ଖୋଲୁ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri