ବିଗ୍‌ବସ ୧୩ରେ ସଲମାନଙ୍କ ସହ ହୋଷ୍ଟ କରିବେ ଏହି ଦୁଇ ଅଭିନେତ୍ରୀ

କ୍ୟାଟ୍ରିନା ଏବଂ ସଲମାନଙ୍କ ଯୋଡ଼ିକୁ ଦର୍ଶକ ବହୁ ପସନ୍ଦ କରିଥାନ୍ତି। ସେ ବଡ଼ପରଦା ହେଉ କି ଛୋଟପରଦା। ଏହି ଯୋଡ଼ି ଯେତେବେଳେ ପରଦା ଉପରକୁ ଆସିଥାନ୍ତି ଚର୍ଚ୍ଚା ଜୋର ଧରିଥାଏ। ବିଗ୍‌ବସ ୧୩ରେ ସଲମାନଙ୍କ ସହ କ୍ୟାଟ୍ରିନା ଏବଂ ଆଲିଆ ଭଟ୍ଟ ହୋଷ୍ଟ କରିବା ନେଇ ବିଗ୍‌ ଟାଉନ୍‌ରେ ଚର୍ଚ୍ଚା ଚାଲିଛି।
ବିଗ୍‌ ବସ ୧୩ରେ ହୋଷ୍ଟ କରିବେ କ୍ୟାଟ୍ରିନା : ସଲମାନଙ୍କ ସହିତ କ୍ୟାଟ୍ରିନା ବିଗ୍‌ ବସ ୧୩ରେ ହୋଷ୍ଟ କରିବେ। ଶୋ’ର ନିର୍ମାତା ସଲମାନଙ୍କୁ କୁଆଡ଼େ ଏହି ଆଇଡିଆ ଦେଇଛନ୍ତି। ପରାମର୍ଶ ଦେଇଛନ୍ତି କି, ତାଙ୍କ ସହିତ ଜଣେ ଫିମେଲ ହୋଷ୍ଟଙ୍କୁ ନିଅନ୍ତୁ। ଏହାଦ୍ୱାରା ଶୋ’ ଜମିବ।
ଆଲିଆଙ୍କ ନାମକୁ ନେଇ ଚାଲିଛି ବିଚାର : କ୍ୟାଟ୍ରିନାଙ୍କ ବ୍ୟତୀତ ଆଲିଆ ଭଟ୍ଟଙ୍କ ନାଁକୁ ନେଇ ନିର୍ମାତା ବିଚାର ଚଳାଇଛନ୍ତି। ଏହି ଶୋ’ରେ ହୋଷ୍ଟ ପାଇଁ ଆଲିଆଙ୍କୁ ମଧ୍ୟ ନିଆଯାଇପାରେ। କହିରଖୁଛୁ, ସଞ୍ଜୟ ଲୀଲା ଭଁସାଲିଙ୍କ ଫିଲ୍ମ ‘ଇନ୍‌ସଲାହ’ରେ ଆଲିଆଙ୍କ ସହିତ ସଲମାନ୍‌ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri