ବିଗ୍‌ବସ୍‌ ମଞ୍ଚରେ ଗୁତ୍ଥିଙ୍କୁ ବିବାହ କଲେ ସଲମାନ !

ବମ୍ବେ: ଦବଙ୍ଗ ଖାନ୍‌ ସଲମାନ କେବେ ବିବାହ କରିବେ ତାହା ଏବେ ବି ପ୍ରଶ୍ନ ହୋଇ ରହିଛି। ତାଙ୍କୁ ଏନେଇ ଅନେକ ଥର ପଚରା ଯାଇଥିଲେ ସୁଦ୍ଧା ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ଥାନ୍ତି। ଏପରିକି କଥାକୁ ସହଜରେ ଏଡ଼ାଇ ଯାଆନ୍ତି। ତେବେ ଯେଉଁ ପ୍ରଶଂସକ ସଲମାନଙ୍କ ବିବାହ ଦେଖିବାକୁ ଚାହୁଁଛନ୍ତି ସେ ବିଗ୍‌ବସ୍‌ର ଆଜିର ଏପିସୋଡ ଦେଖିବାକୁ ଭୁଲନ୍ତୁ ନାହିଁ। କାରଣ ଓ୍ବିକେଣ୍ଡ ଏପିସୋଡରେ ସଲମାନଙ୍କ ବିବାହକୁ ନେଇ ଏକ ମଜାଦାର ଘଟଣା ଦେଖିବାକୁ ମିଳିବ।

କଲର୍ସ ଚ୍ୟାନେଲ ପକ୍ଷରୁ ଛଡ଼ା ଯାଇଥିବା ପ୍ରମୋ ଅନୁଯାୟୀ ମଞ୍ଚ ଉପରେ ସଲମାନ ଗୁତ୍ଥିଙ୍କୁ ମିଛମିଛରେ ବିବାହ କରୁଛନ୍ତି। ଗୁତ୍ଥି ହେଉଛନ୍ତି ହାସ୍ୟ ଅଭିନେତା ସୁନିଲ ଗ୍ରୋଭର। ସଲମାନ ଗୁତ୍ଥିଙ୍କ ସିନ୍ଥିରେ ରଙ୍ଗତୁଳୀରୁ ଲାଲ ରଙ୍ଗ ଭରୁଛନ୍ତି। ପରେ ଗୁତ୍ଥି ଏକ କଣ୍ଡେଇକୁ ସଲମାନଙ୍କ ଛୁଆ ବୋଲି କହୁଛନ୍ତି। ସଲମାନ ଏହା ଦେଖି ଖୁବ୍‌ ଜୋର୍‌ରେ ହସୁଥିବା ଦେଖିବାକୁ ମିଳୁଛି।

ତେବେ ସଲମାନ ଏବେ ସୋନି ଚ୍ୟାନେଲ୍‌ରେ ପ୍ରସାରିତ ହେଉଥିବା ‘କମେଡି ନାଇଟ୍ସ ଉଇଥ୍‌ କପିଲ’ର ପ୍ରଯୋଜନା କରୁଛନ୍ତି। ଏପରିସ୍ଥଳେ ଏକଦା ସୁନିଲ ଶୋ’ରେ କାମ କରୁଥିବା ବେଳେ କପିଲଙ୍କ ସହ ମନାନ୍ତର ପରେ ଫେରିବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ସଲମାନ ମଧ୍ୟ ସୁନିଲଙ୍କୁ ମନାଇଥିଲେ ହେଁ ସେ ମନା କରିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ପୁଣି ଝାଲମୁଢି ଖାଇଲେ ମୋଦି: ଏଥର ଦୋକାନରେ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ହାତରୁ ଖାଇ…

ନୂଆଦିଲ୍ଲୀ,୧୧।୬:କେନ୍ଦ୍ରରେ ମୋଦି ସରକାର ଐତିହାସିକ ୧୨ ବର୍ଷ ଶାସନ ପୂରଣ କରିଛି। ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନମନ୍ତ୍ରୀ ଭାବରେ ସବୁଠାରୁ ଦୀର୍ଘ ଦିନ ପାଇଁ ରେକର୍ଡ…

ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ…

ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି, ଦୁର୍ଘଟଣା ଜନିତ ମୃତ୍ୟୁରେ ଗୃହିଣୀଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା କ୍ଷତିପୂରଣ!

ନୂଆଦିଲ୍ଲୀ,୧୧।୬: ଦୁର୍ଘଟଣାରେ ଯେତେବେଳେ କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୁଏ, ସେତେବେଳେ ତାଙ୍କର ରୋଜଗାର କିମ୍ୱା ଦରମା ହିସାବରେ କ୍ଷତିପୂରଣ ସ୍ଥିର କରାଯାଏ। କିନ୍ତୁ ହୋମ ମେକର୍‌ (ଗୃହିଣୀ)…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri