Posted inଜାତୀୟ

ବିଚାରପତି ହେଲେ ଆଇନ ସଚିବ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପ୍ରଥମ ଥର ଲାଗି ଜଣେ ଜିଲା ଓ ଦୌରାଜଜ୍‌ଙ୍କୁ ସୋମବାର କେନ୍ଦ୍ର ଆଇନ ସଚିବ ନିଯୁକ୍ତ କରାଯାଇଛି। ଅନୁପ କୁମାର ମେଣ୍ଡିରତ୍ତା ଆଇନ ମନ୍ତ୍ରଣାଳୟର ନୂଆ ସଚିବ (ଆଇନ ବ୍ୟାପାର) ନିଯୁକ୍ତ ହୋଇଛନ୍ତି। ଏବେ ସେ ଦିଲ୍ଲୀ ଉତ୍ତରପୂର୍ବ ଜିଲା କର୍କାଡୁମା କୋଟର ଜିଲା ଓ ଦୌରା ଜଜ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?