ବିଚାରାଧୀନ ବନ୍ଦୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ଗଲା

ଦେବଗଡ,୧୩।୫(ଡି.ଏନ.ଏ.)-କରୋନା ସଂକ୍ରମଣ ରୋକିବା ନିମନ୍ତେ ଦେବଗଡ଼ ସ୍ବତନ୍ତ୍ର ଉପକାରାଗାରର ବିଚାରାଧୀନ ବନ୍ଦୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଉଛି। ଅନ୍ତେବାସୀଙ୍କୁ ସାନିଟାଇଜର, ସାବୁନ ଓ ମାସ୍କ ଆଦି ପ୍ରଦାନ କରାଯାଇଛି। ଜେଲ ପ୍ରକୋଷ୍ଠରେ ଅନ୍ତୋବାସୀଙ୍କ ମଧ୍ୟରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ଜେଲକୁ ଆସୁଥିବା ନୂତନ ବନ୍ଦୀମାନଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗର ସହଯୋଗ ନିଆଯାଉଥିବା ଜେଲ ସୁପରିଣ୍ଟେଣ୍ଡେଣ୍ଟ ବିକାଶ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?