ବିଜୁ ଯୁବ ବାହିନୀ ସଦସ୍ୟଙ୍କୁ ଆକ୍ରମଣ ଅଭିଯୋଗ

ଦିଗପହଣ୍ଡି,୬।୧(ଡି.ଏନ୍‌.ଏ.)-ଦିଗପହଣ୍ଡି ସହରର ବିଜୁ ଯୁବ ବାହିନୀ ସଦସ୍ୟ କାହ୍ନୁ ନାହାକଙ୍କୁ ସୋମବାର କେତେକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସନ୍ଧ୍ୟାରେ କାହ୍ନୁ ଦିଗପହଣ୍ଡି ବସଷ୍ଟାଣ୍ଡରେ ଠିଆ ହୋଇ ଥିବା ବେଳେ ଦଳିତ ସାହିର କିଛି ଯୁବକ ସେଠାରେ ପହଞ୍ଚତ୍ ଲୁହାଛଡ଼ରେ ତାଙ୍କୁ ଅତର୍କିତ ଆକ୍ରମଣ କରି ସେଠାରୁ ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ଏ ନେଇ ତାଙ୍କ ବଡ଼ଭାଇଙ୍କ ସହ ବହୁ ସଂଖ୍ୟକ ଯୁବକ ଥାନାରେ ଏତଲା ଦେଇଛନ୍ତି। ଆକ୍ରମଣର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ଗତ ରବିବାର କାହ୍ନୁଙ୍କ ବଡ ଭାଇଙ୍କୁ ଆକ୍ରମଣକାରୀ ଧମକ ଦେଇଥିବାରୁ କାନ୍ନୁ ଘଟଣାସ୍ଥଳରେ ପହଞ୍ଚତ୍ ଜଣେ ଯୁବକଙ୍କୁ ମାଡ଼ ମାରିଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri