ଜୟପୁର,୫।୩(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଅବସରରେ ନିର୍ବାଚନମଣ୍ଡଳୀ କର୍ମକର୍ତ୍ତା ଏବଂ କର୍ମୀମାନଙ୍କୁ ନେଇ ଏକ ସଭାର ଆୟୋଜନ କରାଯାଇଛି। ଏହି ଅବସରରେ ଲୋକଙ୍କ ସେବା କରିବା ନେଇ ଏକ ଶପଥ ପାଠ କରାଯାଇଥିଲା।
ଜୟପୁର,୫।୩(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଅବସରରେ ନିର୍ବାଚନମଣ୍ଡଳୀ କର୍ମକର୍ତ୍ତା ଏବଂ କର୍ମୀମାନଙ୍କୁ ନେଇ ଏକ ସଭାର ଆୟୋଜନ କରାଯାଇଛି। ଏହି ଅବସରରେ ଲୋକଙ୍କ ସେବା କରିବା ନେଇ ଏକ ଶପଥ ପାଠ କରାଯାଇଥିଲା।
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...
ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...
ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...
ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...
ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ ରାସ୍ତାରେ ଯାଉଥିବା...
ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...
