ବିଜେଡିର ପ୍ରାର୍ଥୀ ଘୋଷଣା: ରାଜ୍ୟ ସଭା ଯିବେ ମୁନା ଖାଁ, ସୁବାସ ସିଂ, ସୁଜିତ କୁମାର, ମମତା ମହାନ୍ତ

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଖାଲି ପଡ଼ିଥିବା ୪ ସିଟ୍‌ ଲାଗି ଦଳ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଛି। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା ଦେଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri