ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଧର୍ମଶାଳା,୨୭ା୯(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅଧୀନ ୨ ପଞ୍ଚାୟତର ୨ ୱାର୍ଡରେ ବୁଧବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କରାଯାଇଛି। ଏହି ଅବସରରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଚୋରମୁହଁା ପଞ୍ଚାୟତର ବଡ଼ମଙ୍ଗଳପୁର ଗ୍ରାମର ୧୫ନମ୍ବର ୱାର୍ଡରେ ଘରଘର ବୁଲି ସଭ୍ୟ ସଂଗ୍ରହ କରିଥିଲେ। ସେହିପରି ଗଙ୍ଗାଧରପୁର ପଞ୍ଚାୟତର ପଲାରାଲ ଗ୍ରାମର ୧୦ ନମ୍ବର ୱାର୍ଡରେ ବୁଲି ସଭ୍ୟ ସଂଗ୍ରହ କରିଥିଲେ। ପୂର୍ବରୁ ସଭ୍ୟ ସଂଗ୍ରହ ପାଇଁ ସବୁ ପଞ୍ଚାୟତରେ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଗଙ୍ଗାଧରପୁର ପଞ୍ଚାୟତ ପର୍ଯ୍ୟବେକ୍ଷକ ସୁଶୀଲ ମହାନ୍ତି, ଚୋରମୁହଁା ପଞ୍ଚାୟତର ସୁଦାମ ବେହେରା ସଭ୍ୟ ସଂଗ୍ରହରେ ସହରଯାଗ କରିଥିଲେ। ନୂତନ ସଭ୍ୟମାନଙ୍କ ଠାରୁ ୫ ଟଙ୍କା ଲେଖାଏଁ ସଭ୍ୟଚାନ୍ଦା ଆଦାୟ କରାଯାଇଥିଲା। ସଭ୍ୟ ସଂଗ୍ରହ ପୁସ୍ତକ ସହ ଆଦାୟ ଅର୍ଥ ରାଜ୍ୟ ବିଜେଡି କାର୍ଯ୍ୟଳୟକୁ ହସ୍ତାନ୍ତର କରାଯିବ ବୋଲି ପର୍ଯ୍ୟବେକ୍ଷକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri