ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ: ବିଜୁ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହେବାକୁ କର୍ମୀଙ୍କୁ ପରାମର୍ଶ

ସେମିଳିଗୁଡ଼ା,୨୬।୧୨(ସ୍ବ.ପ୍ର.) : କୋରାପୁଟ ଜିଲା ସେମିଳିଗୁଡ଼ାର ଦାମନଯୋଡ଼ି ଛକ ନିକଟସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବିଜୁ ଜନତା ଦଳ ପକ୍ଷରୁ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀର ୨୩ ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପଟ୍ଟାଙ୍ଗି ବିଧାୟକ ପ୍ରୀତମ ପାଢ଼ୀ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ସଭା କାର୍ଯ୍ୟ ଆରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ପଟ୍ଟାଙ୍ଗିର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ସେମିଳିଗୁଡ଼ା ବ୍ଲକ ଅଧ୍ୟକ୍ଷ ଦିନେଶ ଖରା, ଦଳେଇଗୁଡ଼ା ସମିତି ସଭ୍ୟ ଅନନ୍ତରାମ ମାଟାମ, ଜଗନ୍ନାଥ ପାଙ୍ଗୀ, ଗୋପାଳ ବେବର୍ତ୍ତାଙ୍କ ସମେତ କୋରାପୁଟ ଜିଲା ୪ଟି ବ୍ଲକର ସଭାପତି, ଜିଲା ପରିଷଦ ଉପସଭାପତି ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଜୁ ବାବୁଙ୍କ ନୀତି ଆଦର୍ଶକୁ ଅନୁକରଣ କରି ଗ୍ରାମାଞ୍ଚଳରେ ସେବା ମନୋବୃତ୍ତି ନେଇ କାର୍ଯ୍ୟ କରିବାକୁ ବିଧାୟକ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ। ଉକ୍ତ ସଭାରେ ୪ ହଜାରରୁ ଊର୍ଦ୍ଧ୍ୱ ଦଳୀୟ ଲୋଙ୍କ ସମାବେଶ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri