ବିଜେଡିରୁ ବିଦା ହେଲେ ଅନୁପ ସାଏ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ଦ୍ୱାରା ଅଟକ ରଖାଯିବା ପରେ ଦଳରୁ ବହିଷ୍କୃତ ହେଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ ସାଏ। ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିବା ସହ ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ପଦରୁ ମଧ୍ୟ ବିଦା କରିଥିବା ସୂଚନା ମିଳିଛି।

ଅନୁପ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରୁ ତିନି ଥର କଂଗ୍ରେସ ଟିକେଟରୁ ବିଧାୟକ ରହିଥିଲେ। ୨୦୧୪ରେ କଂଗ୍ରେସ ଛାଡ଼ି ବିଜେଡିରେ ସେ ଯୋଗ ଦେଇଥିଲେ। ଅନୁପ ଏବେ ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ଅଛନ୍ତି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇ ନେଇଛି। ବର୍ତ୍ତମାନ ତାଙ୍କୁ ରାୟଗଡ଼ ଜିଲା ଚକ୍ରଧରନଗର ଥାନାରେ ରଖି ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଓ ପିମ୍ପୁଡ଼ି

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ତାଲିକାରେ ୧୮ତମ ସ୍ଥାନରେ ଥିବା ଉଜ୍ଜ୍ୱଳ ଭୂୟାଁ କଲେଜିୟମ୍‌ ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ ଅଭାବ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଥିଙ୍କ୍‌ ଟ୍ୟାଙ୍କ୍‌…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri