ଢେଙ୍କାନାଳ ଅଫିସ, ୨୮।୮: ଢେଙ୍କାନାଳ ଜିଲା ଭାଜପାର ସଂଖ୍ୟାଲଘୁ ନେତା ତଥା ପୂର୍ବତନ ସଂଖ୍ୟାଲଘୁ ମଣ୍ଡଳ ସଭାପତି ଶେଖ୍ ଅବଦୁଲ ଅଖମଲ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଶାସନ ଏବଂ ବିଧାୟକ ସୁଧୀର କୁମାର ସାମଲଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ସେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି। ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର,
ଯୁବନେତା ଶ୍ରୀକାନ୍ତ କୁମାର ଧଳଙ୍କ ପ୍ରେରଣାରେ ଶେଖ ଅବ୍ଦୁଲ, ୧୩ନଂ. ୱାର୍ଡ କାଞ୍ଚନବଜାର ଅଞ୍ଚଳର ଶେଖ ସାହିଦ ଅଲ୍ଲୀ, ଶେଖ ୟୁସୁଫ୍, ପ୍ରଶାନ୍ତ ନାୟକ, ମହମ୍ମଦ ନୁରୁ, ମହମ୍ମଦ ପପୁ, ମହମ୍ମଦ ସଲିଲ, ବୁଢ଼ା ସେଠୀ, ପ୍ରତାପ ସେଠୀ, ବାପୁ ସ୍ବାଇଁ, ହିମାଂଶୁ ସ୍ବାଇଁ, ହେମନ୍ତ ସ୍ବାଇଁ ପ୍ରମୁଖ ୧୫ରୁ ଊର୍ଦ୍ଧ୍ୱ ଭାଜପା କର୍ମୀ ବିଧାୟକଙ୍କ ବାସଭବନରେ ବିଜେଡିରେ ଯୋଗ ଦେଇଥିଲେ। ବିଧାୟକ ସମସ୍ତଙ୍କୁ ଦଳୀୟ ଉତ୍ତରୀୟ ଏବଂ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।
କାର୍ଯ୍ୟକ୍ରମରେ ଜିଲା ବିଜେଡି କୃଷକ ସଙ୍ଗଠନ ସଭାପତି ନରୋତ୍ତମ ସାହୁ, ପୌରସଂସ୍ଥା ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର, ବିଧାୟକଙ୍କ ଗଁଦିଆ ପ୍ରତିନିଧି ନିରାକାର ରାଉତ, ବିଧାୟକଙ୍କ ପୌର ପ୍ରତିନିଧି ଅଜୟ କୁମାର ଭଞ୍ଜ, ନବକିଶୋର ସାମଲ, ଗଁଦିଆ ଯୁବ ବିଜେଡି ସଭାପତି ପ୍ରଦୀପ କୁମାର ରାଉତ, କାଉନ୍ସିଲର ଶୁଭଲକ୍ଷ୍ମୀ ସାହୁ, ଦୀପ୍ତିରଞ୍ଜନ ସେଠୀ, ସନ୍ଦୀପ ଷଡ଼ଙ୍ଗୀ, ଯୁବନେତା ଗଙ୍ଗାଧର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…
ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

