ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ରବିବାର ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବିଜେପୁର ବିଧାୟକ ଭାବେ ନିଜ ଇସ୍ତଫା ପତ୍ର ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ପଠାଇଥିଲେ। ଏହା ବାଚସ୍ପତିଙ୍କ ହସ୍ତଗତ ହୋଇ ଗ୍ରହଣୀୟ ହୋଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ପୂର୍ବପରି ଗଞ୍ଜାମ ଜିଲାର ହିଞ୍ଜିଳି ଆସନକୁ ରଖିଛନ୍ତି। ତେଣୁ ମାତ୍ର ବର୍ଷକରୁ ସାମାନ୍ୟ ଅଧିକ ସମୟ ବ୍ୟବଧାନରେ ବିଜେପୁରରେ ଆଉ ଏକ ନିର୍ବାଚନ ହେବ ବୋଲି ସ୍ପଷ୍ଟ ହୋଇଛି। ବିଜେପୁରବାସୀ ୨୦୧୯ ସାଧାରଣ ନିର୍ବାଚନରେ ତାଙ୍କୁ ବିପୁଳ ଭୋଟରେ ବିଜୟୀ କରିଥିବାରୁ ନବୀନ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri