ବିଜେପୁର ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ୪୭୮୮ ଭୋଟରେ ବିଜେଡି ଆଗରେ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପଦ୍ମପୁର ଆରଏମ୍‌ସି ଗୋଦାମ ପରିସରରେ ଚାଲିଥିବା ଗଣତିର ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୀତା ସାହୁ ୪୭୮୮ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ୭୦୦୫ ଖଣ୍ଡ ଭୋଟ ମିଳିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ସନତ ଗଡତିଆଙ୍କୁ ୨୨୧୭ ଭୋଟ ମିଳିଛି। ସେହିପରି କଂଗ୍ରେସ ପ୍ରାର୍ଥୀ ଦିଲ୍ଲିପ ପଣ୍ଡା ୩୧୭, ହିନ୍ଦୁ ମହାସଭାର ଅଶୋକ ମିତ୍ତଲ ୫୪, ସ୍ବାଧୀନ ପ୍ରାର୍ଥୀ ବୃନ୍ଦାବନ ପୁରୋହିତ ୪୫ ଭୋଟ ପାଇଥିଲା ବେଳେ ନୋଟାକୁ ୧୪୮ ଭୋଟ ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ!’ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri