Posted inଖେଳ

ବିଜୟ ଶଙ୍କରଙ୍କ ଉପରେ ରାଗିଲେ ଫ୍ୟାନ୍‌: କହିଲେ, ତୁମଠୁ ଭଲ ଲାଲୁ ଜୀ ଖେଳିଥାନ୍ତେ

ମାଞ୍ଚେଷ୍ଟର,୨୮।୬:ଆଇସିସି କ୍ରିକେଟ ବିଶ୍ୱକପର ଏକ ମ୍ୟାଚରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। କେବଳ ବିଜୟ ଶଙ୍କରଙ୍କୁ ଛାଡି ସବୁ ଖେଳିଙ୍କ ପ୍ରଦର୍ଶନ ଭଲ ରହିଛି। ୪ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ବିଜୟ ଶଙ୍କର ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ମ୍ୟାଚରେ ପୁଣି ବିଫଳ ହୋଇଥିଲେ। ୧୯ ବଲରୁ ୩ ଚୌକା ସହ ୧୪ ରନ କରିଥିବା ବେଳେ ରୋଚଙ୍କ ବଲରେ ହୋପଙ୍କୁ କ୍ୟାଚ ଦେଇ ପ୍ୟାଭିଲିୟନ ଫେରିଥିଲେ। ସୁଯୋଗ ମିଳିବା ସତ୍ତ୍ୱେ ଶଙ୍କର ୪ ନମ୍ବରରେ ଏହାର ସଦ ବ୍ୟବହାର କରିବାରେ ବିଫଳ ହୋଇଛନ୍ତି। ବିଶ୍ୱକପରେ ଏପର୍ଯ୍ୟନ୍ତ ୩ଟି ମ୍ୟାଚ୍‌ ଖେଳି ମାତ୍ର ୫୮ ରନ୍‌ କରିଛନ୍ତି। ପାକିସ୍ତାନ ବିପକ୍ଷରେ ୧୫, ଆଫଗାନିସ୍ତାନ ବିପକ୍ଷରେ ୨୯ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ୧୪ରନ୍‌ କରି ଆଉଟ୍‌ ହୋଇଛନ୍ତି। ବିଜୟ ଶଙ୍କରଙ୍କ ଏଭଳତ ଫ୍ଲପ୍‌ ଇନିଂଶ ଯୋଗୁ ତାଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ ହେବାକୁ ପଡିଛି। ତୁମଠୁ ଭଲ ଲାଲୁ ଜୀ ଖେଳିଥାନ୍ତେ ବୋଲି ୟୁଜର୍ସ ଶଙ୍କରଙ୍କୁ ଟ୍ରୋଲ କରିଛନ୍ତି। କେହି କେହି କ’ଣ କରିବାକୁ ଆସିଥିଲ ବୋଲି ତାଙ୍କୁ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri