Posted inଖେଳ

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁକୁ ଜିତାଇଲେ କାର୍ତ୍ତିକ

ଜୟପୁର, ୧।୧୦ (ପି.ଟି.)- ବିଜୟ ହଜାରେ ଟ୍ରଫିର ୬ଷ୍ଠ ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ କର୍ନାଟକ ୭୪ ରନରେ ବେଙ୍ଗଲକୁ ପରାସ୍ତ କରିଛି। ଜୟପୁର ବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏଲିଟ୍‌ ଗ୍ରୁପ୍‌-ସି’ର ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ତାମିଲନାଡ଼ୁ ଅଧିନାୟକ ତଥା ଉଇକେଟ୍‌କିପର ଦିନେଶ କାର୍ତ୍ତିକ (୯୭ ରନ, ୬୨ ବଲ, ୮ଚୌକା, ୪ ଛକା)ଙ୍କ ବିସ୍ଫୋରକ ବ୍ୟାଟିଂ ସାଙ୍ଗକୁ ବିଜୟ ଶଙ୍କର (୪୧) ଓ ଶାହରୁଖ ଖଁା (୬୯)ଙ୍କ ଉପଯୋଗୀ ଇନିଂସ ବଳରେ ୫୦ ଓଭରରେ ୭ ଉଇକେଟ୍‌ ହରାଇ ୨୮୬ ରନ କରିଥିଲା। ବେଙ୍ଗଲ ପକ୍ଷରୁ ଅଶୋକ ଦିଣ୍ଡା ଓ ଆକାଶ ଦୀପ୍‌ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଜବାବରେ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଶାହବାଜ ଅହମ୍ମଦ (୧୦୭)ଙ୍କ ଶତକ ସତ୍ତ୍ୱେ ବେଙ୍ଗଲ ୪୫.୩ ଓଭରରେ ୨୧୨ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ବିଜୟୀ ଦଳ ପକ୍ଷରୁ ବାବା ଅପରାଜିତ, କ୍ରିଷ୍ଣାମୂର୍ତ୍ତି ବିଘ୍ନେଶ, ଟି. ନଟରାଜନ ଓ ମୁରୁଗାନ ଅଶ୍ୱିନ ୨ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଚତୁର୍ଥ ମ୍ୟାଚ୍‌ରୁ ୪ର୍ଥ ବିଜୟ ସହ ତାମିଲନାଡ଼ୁ ୧୬ ପଏଣ୍ଟ ପାଇ ଗ୍ରୁପ୍‌-ସି’ର ଶୀର୍ଷ ସ୍ଥାନରେ ରହିଛି। ଅନ୍ୟ ଏକ ମ୍ୟାଚ୍‌ରେ ଗୁଜରାଟ ୭ ଉଇକେଟ୍‌ରେ ରାଜସ୍ଥାନ (୧୬ ପଏଣ୍ଟ)କୁ ହରାଇ ଏହି ଗ୍ରୁପ୍‌ରେ ୨ୟ ସ୍ଥାନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: କାଲି ନୁହେଁ ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା, ହଠାତ୍‌ ବଦଳିଲା ସମୟ

ଭୁବନେଶ୍ୱର, ୨୭।୧୦: କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି…

କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…

ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…

ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ

ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା…

ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍‌ ସେବାକୁ ସାମୟିକ ଭାବେ…

Featured Video Play Icon

ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

ଭୁବନେଶ୍ୱର,୨୭।୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି…

ଲିଷ୍ଟିଂ ପୂର୍ବରୁ ଶେୟାର ବଜାରରେ କମ୍ପନ: ଦେଶର ୨ୟ ମୂଲ୍ୟବାନ କମ୍ପାନୀ ହେବା ଦିଗରେ ଜିଓ ପ୍ଲାଟଫର୍ମସ! ଟାଟା-ଅଦାନୀଙ୍କୁ…

ନୂଆଦିଲ୍ଲୀ,୨୭।୧୦: ଭାରତୀୟ ପୁଞ୍ଜି ବଜାର (Stock Market) ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ନେତୃତ୍ଵାଧୀନ ‘ଜିଓ ପ୍ଲାଟଫର୍ମସ ଲିମିଟେଡ’ (JPL)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?