Posted inଜାତୀୟ

ବିଜୟଘାଟରେ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ୧୧୫ ତମ ଜୟନ୍ତୀ ଅବସରରେ ବିଜୟଘାଟରେ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ଅନ୍ୟ ନେତାମାନେ ଏହି ଅବସରରେ ବିଜୟଘାଟ ଯାଇଛନ୍ତି। ସୂଚନାଯୋଗ୍ୟ, ୧୯୦୪ ଅକ୍ଟୋବର ୨ରେ ଲାଲ୍‌ ବାହାଦୂର ଶାସ୍ତ୍ରୀ ଜନ୍ମ ମୋଗଲସରାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୬୪ ଜୁନ୍‌ ୯ ତାରିଖରେ ସେ ଭାରତର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri