ବିଟ୍‌ରୁଟ୍‌ ମୋଦକ

ବିଟ୍‌ରୁଟ୍‌ ମୋଦକ
ଆବଶ୍ୟକ ସାମଗ୍ରୀ: ୨ କପ୍‌ ବେସନ, ୨ ଟେବଲ୍‌ ସ୍ପୁନ୍‌ ରାଓ୍ବା/ସୁଜି, ୨ଟି ସିଝା ବିଟ୍‌ରୁଟ ପେଷ୍ଟ କିମ୍ବା ୧/୪ ଟିସ୍ପୁନ୍‌ ବିଟ୍‌ରୁଟ୍‌ କଲର, ୧.୫ କପ୍‌ ପାଣି, ଛାଣିବା ଲାଗି ଆବଶ୍ୟକ ତେଲ।
ସିରା ଲାଗି- ଏକ କପ୍‌ ଚିନି, ଅଧା କପ୍‌ ପାଣି, ୧/୪ ଗୁଜୁରାତି ପାଉଡର୍‌, ୧/୨ ଟିସ୍ପୁନ୍‌ ଲେମ୍ବୁ ରସ, ୨ ଟେବୁଲ୍‌ ସ୍ପୁନ୍‌ ଖଣ୍ଡ କାଜୁ।
ପ୍ରସ୍ତୁତି ପ୍ରଣାଳୀ: – ଏକ ପାତ୍ରରେ ୨ କପ୍‌ ବେସନ, ୨ ଟେବଲ୍‌ ସ୍ପୁନ୍‌ ରାଓ୍ବା/ସୁଜି, ୨ଟି ସିଝା ବିଟ୍‌ରୁଟ ପେଷ୍ଟ କିମ୍ବା ୧/୪ ଟିସ୍ପୁନ୍‌ ବିଟ୍‌ରୁଟ୍‌ କଲର, ୧.୫ କପ୍‌ ପାଣି ନେଇ ଭଲ ଭାବେ ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ୩୦ ମିନିଟ୍‌ ଛାଡି ଦିଅନ୍ତୁ।
– ଚୁଲାରେ ତେଲ ଗରମ କରନ୍ତୁ। ପୂର୍ବ ପ୍ରସ୍ତୁତ ପେଷ୍ଟକୁ ଛୋଟ ଛୋଟ ଗୁଳା କରି ମୋଦକ ଛାଣନ୍ତୁ।
– ଛାଣିବା ପରେ ମୋଦକରୁ ତେଲ ଛାଡିବା ଲାଗି ପେପରରେ ରଖନ୍ତୁ।
– ଅନ୍ୟ ଏକ ପାତ୍ରରେ ପାଣିରେ ଚିନି ପାକଇ ଫୁଟାନ୍ତୁ। କିଛି ସମୟ ପରେ ସେଥିରେ ଲେମ୍ବୁରସ ଏବଂ ଗୁଜୁରାତି ଗୁଣ୍ଡ ପକାଇ ଗୋଳାନ୍ତୁ। ସିରା ବହଳିଆ ହୋଇଗଲେ ସେଥିରେ ପୂର୍ବରୁ ଛଣା ହୋଇ ରହିଥିବା ମୋଦକକୁ ପକାଇ ୨ମିନିଟ୍‌ ଫୁଟାଇବା ପରେ ଚୁଲା ବନ୍ଦ କରିଦିଅନ୍ତୁ। ସେହିପରି ୧୦ ମିନିଟ୍‌ ରହିବାକୁ ଦିଅନ୍ତୁ। ସେଥିରେ କାଜୁଗୁଣ୍ଡ ପକାନ୍ତୁ।
– ପ୍ରସ୍ତୁତ ହୋଇଗଲା ବିଟ୍‌ରୁଟ୍‌ ମୋଦକ। କିଛି ସମୟ ଫ୍ରିଜ୍‌ରେ ରଖିବା ପରେ ଏହାକୁ ଖାଇବାର ମଜା ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri