ବିଡ଼ିପୁର କଲେଜରୁ ଚୋରି

ଭଞ୍ଜନଗର,୧୫।୬(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ବ୍ଲକ ବିଡ଼ିପୁରସ୍ଥିତ ତେନ୍ତୁଳିଆ ଶାସନ ଦେବସ୍ଥାନ କଲେଜରୁ ଶୁକ୍ରବାର ରାତିରେ ଚୋରି ହୋଇଛି । ଦୁର୍ବୃତ୍ତମାନେ ଅଫିସ୍‌ କବାଟ ଭାଙ୍ଗି ଗୋଟିଏ କମ୍ପ୍ୟୁଟର, ଗୋଟିଏ ଟିଭି ଓ ଇନଭଟର ଚୋରାଇ ନେଇଛନ୍ତି। ଶନିବାର ସକାଳେ କଲେଜ କର୍ମଚାରୀ ପହଞ୍ଚିବା ପରେ ଚୋରି ସମ୍ପର୍କରେ ଜାଣିବାକୁ ପାଇଥିଲେ। ଏହାପରେ କଲେଜ ଅଧ୍ୟକ୍ଷ ପ୍ରଭାକର ଶତପଥୀ ଜଗନ୍ନାଥପ୍ରସାଦ ଥାନାରେ ଘଟଣା ସମ୍ପର୍କରେ ଲିଖିତ ଭାବେ ଅଭିଯୋଗ କରିଥିଲେ । ଅପରାହ୍ନରେ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ଆସି ଘଟଣାର ତଦନ୍ତ କରିଛି । ଖୁବଶୀଘ୍ର ଅଭିଯୁକ୍ତ ଚିହ୍ନଟ ହୋଇଯିବେ ବୋଲି ପୋଲିସ ଆଶା ରଖିଛି । କଲେଜରେ ସିସିଟିଭି କ୍ୟାମେରା ବ୍ୟବସ୍ଥା ଥିତ୍ବାବେଳେ ଚୋରି ହୋଇଥିବା ରୁମ୍‌ରେ ଏହି ବ୍ୟବସ୍ଥା ନଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri