Posted inଖେଳ

ବିଦେଶରେ ଟି୨୦ ଖେଳିବେ ଯୁବରାଜ

ନୂଆଦିଲ୍ଲୀ, ୧୯ା୬ (ପି.ଟି.)- ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ଯୁବରାଜ ସିଂ ବିଶ୍ୱବ୍ୟାପୀ ଟି୨୦ ଲିଗ୍‌ରେ ଖେଳିବାକୁ ଆଗ୍ରହୀ। ଏଥିଲାଗି ସେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ଠାରୁ ଲିଖିତ ଅନୁମତି ଭିକ୍ଷା କରିଛନ୍ତି। ଗତ ସପ୍ତାହରେ ତାଙ୍କ ଉଜ୍ଜ୍ୱଳ କ୍ୟାରିୟରର ପରିସମାପ୍ତି ଘଟାଇଥିବା ଯୁବରାଜ ବିଦେଶରେ ଲିଗ୍‌ ଖେଳି ସେଥିରୁ ମଜା ନେବାକୁ ଚାହାନ୍ତି ବୋଲି କହିଥିଲେ। ସୂଚନାଯୋଗ୍ୟ, ଭାରତୀୟ ଅଲରାଉଣ୍ଡର ଆଇପିଏଲରୁ ମଧ୍ୟ ଅବସର ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri