Posted inଜାତୀୟ

ବିଦେଶୀ ଗଣମାଧ୍ୟମରେ କଶ୍ମୀର

ନୂଆଦିଲ୍ଲୀ,୨୭ା୮: ଭାରତ ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଅଗଷ୍ଟ ୫ରେ ଉଚ୍ଛେଦ କରିଥିଲେ। ଏହା ପୂର୍ବରୁ ଶତାଧିକ ସ୍ଥାନୀୟ ନେତାଙ୍କୁ ସରକାର ଅଟକ ରଖିଥିଲେ। କଶ୍ମୀରରେ ଅବସ୍ଥା ସ୍ବାଭାବିକ ହେଉଛି ବୋଲି ସରକାର କହୁଥିବା ବେଳେ ଏବେ ମଧ୍ୟ ନେତାମାନେ ଗୃହବନ୍ଦୀ ରହିଛନ୍ତି। ୩୭୦ ଉଚ୍ଛେଦର ୨୧ ଦିନ ପରେ ବି ସୁରକ୍ଷା ଯବାନମାନେ ଉପତ୍ୟକାର ରାସ୍ତାଘାଟରେ ପଇଁତରା ମାରୁଛନ୍ତି। ବିକ୍ଷୋଭକାରୀଙ୍କୁ ଘଉଡାଇବା ପାଇଁ ପେଲେଟ ଗନ ଓ ଲୁହବୁହା ଗ୍ୟାସ୍‌ ଫାୟାରିଂ କରାଯାଉଛି ବୋଲି ନ୍ୟୁୟର୍କ ଟାଇମ୍ସରେ ପ୍ରକାଶ ପାଇଛି। ସର୍ବବୃହତ ଗଣତାନ୍ତ୍ରିକ ରାଷ୍ଟ୍ରରେ ଏତେ ସଂଖ୍ୟାରେ ନେତାଙ୍କୁ ଗୃହବନ୍ଦୀ କରି ରଖାଯିବା ପ୍ରଥମ ଘଟଣା। କଶ୍ମୀରରୁ ସ୍ବୟଂଶାସନ କ୍ଷମତା ପ୍ରତ୍ୟାହାର ପରେ କେବଳ ନେତା ନୁହନ୍ତି, ବଡ ବ୍ୟବସାୟୀ, ମାନବାଧିକାର କର୍ମୀ, ଶିକ୍ଷକଙ୍କ ସମେତ ପାଖାପାଖି ୨୦୦୦ ଲୋକଙ୍କୁ ଅଟକ ରଖାଯାଇଛି। ସେମାନେ ନିଜ ପରିବାର ସଦସ୍ୟ କିମ୍ବା ଓକିଲଙ୍କ ସହ ମଧ୍ୟ ଯୋଗାଯୋଗ କରିପାରୁନାହାନ୍ତି। ସେମାନେ କେଉଁଠି ଅଛନ୍ତି ତାହା ମଧ୍ୟ ଗୋପନ ରଖାଯାଇଛି। ଅଧିକାଂଶଙ୍କୁ ଅଗଷ୍ଟ ୪ ତାରିଖ ରାତିରେ ଗୃହବନ୍ଦୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri