ବିଦ୍ୟାପୀଠ ଖେଳ ପଡ଼ିଆକୁ କେସିଙ୍ଗା ଡେଲି ମାର୍କେଟ ସ୍ଥାନାନ୍ତର

କେସିଙ୍ଗା, ୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ମୁଖ୍ୟ ଡେଲି ମାର୍କେଟକୁ ବୁଧବାର ବିଦ୍ୟାପୀଠ ଖେଳ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଗତ ମାର୍ଚ୍ଚ ୩୧ ତାରିଖରେ ଚିଠି ନଂ. ୮୯୭ ଯୋଗେ ସମସ୍ତ ପନିପରିବା ବ୍ୟବସାୟୀଙ୍କୁ ଏନ୍‌ଏସି ପକ୍ଷରୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଥିଲା। ନିର୍ବାହୀ ଅଧିକାରୀ ସିଦ୍ଧାନ୍ତ ପଟ୍ଟନାୟକଙ୍କ ଆଦେଶକୁ ବ୍ୟବସାୟୀମାନେ ପାଳନକରି ବିଦ୍ୟାପୀଠ ଖେଳ ପଡ଼ିଆରେ ଛାଉଣୀ କରି ପରିବା ଦୋକାନ ଖୋଲିଛନ୍ତି।
କେସିଙ୍ଗା ସହରର ତଥା ଆଖପାଖ ଅଞ୍ଚଳର ଗ୍ରାହକ, ବ୍ୟବସାୟୀମାନେ ସାମାଜିକ ଦୂରତା ରକ୍ଷାକରି ପନିପରିବା କିଣାବିକା କରିବା ସହ କରୋନା ଭୂତାଣୁଠାରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ନିର୍ବାହି ଅଧିକାରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି। ଏଥିରେ ଖିଲପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା…

ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା…

IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ…

୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା

ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri