ବିଦ୍ୟାଳୟରୁ ତାଲାଭାଙ୍ଗି ଟଙ୍କା, ମଧ୍ୟାହ୍ନଭୋଜନ ଚାଉଳ ଚୋରିକଲେ ଦୁର୍ବୃତ୍ତ

ଛେଣ୍ଡିପଦା,୩୧।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଟାଙ୍ଗିର ପଞ୍ଚାୟତର ସରପାଳ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ବିଦ୍ୟାଳୟ କବାଟ ଓ ଆଲ୍‌ମିରା ଭାଙ୍ଗି ୫ ହଜାର ଟଙ୍କା, ମଧ୍ୟାହ୍ନଭୋଜନ ଚାଉଳ ଚୋରି କରିଥିବା ଜଣାପଡିଛି। ଶନିବାର ସକାଳୁ ଶିକ୍ଷକ ସ୍କୁଲରେ ପହଞ୍ଚିବା ପରେ ବିଦ୍ୟାଳୟ କାର୍ଯ୍ୟାଳୟ ସହ ୨ଟି ଆଲ୍‌ମିରା ତାଲା ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ। ଏ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ଋଷଭ କୁମାର ସାହୁ ଛେଣ୍ଡିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?