ବିଦ୍ୟୁତ ଆଘାତରେ ବାଳକ ଗୁରୁତର, ମାନବିକତା ଦେଖାଇଲେ ଥାନାଧିକାରୀ

ନରାଜ,୫/୪(ଡି. ଏନ.ଏ) – କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ବ୍ରାହ୍ମଣୀଗାଁ ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ୭ବର୍ଷର ବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ସହି ଗ୍ରାମର ଆଦିତ୍ୟ ଦାସ। ଖବରରୁ ପ୍ରକାଶ, ରବିବାର ଆଦିତ୍ୟ ଘରେ ଖେଳୁଥିବା ସମୟରେ ଅସାବଧାନତା ବଶତଃ ବିଦ୍ୟୁତ ତାରକୁ ଧରି ଦେଇଥିଲେ। ଫଳରେ ପିଲାଟିର ଦୁଇ ହାତର ପାପୁଲି ପୋଡିଯିବା ସହ ସେହିଠାରେ ଚେତାଶୂନ୍ୟ ହୋଇଯାଇଥିଲେ। ଖବରପାଇ ବାରଙ୍ଗ ଥାନା ଅଧିକାରୀ ଶଶିକାନ୍ତ ରାଉତ ଘଟଣା ସ୍ଥଳରେ ପହଞ୍ଚି ପ୍ରାଥମିକ ଚିକିତ୍ସା ଦ୍ୱାରା ତାଙ୍କର ଚେତା ଫେରାଇ ଆଣିବା ପରେ ପୋଲିସ ଗାଡିରେ କଟକ ଶିଶୁଭବନରେ ଚିକିତ୍ସା ପାଇଁ ଭର୍ତ୍ତି କରିିଛନ୍ତି। ସେହିଭଳି ଶନିବାର ସନ୍ଧ୍ୟାରେ ସାପ କାମୁଡ଼ି ଥିବା ବିଦ୍ୟାଧରପୁର ଗ୍ରାମର ଧୀରେନ ବେହେରାଙ୍କୁ ଥାନା ଅଧିକାରୀ କଟକ ବଡ଼ ଡାକ୍ତରଖାନାରେ ଭର୍ତିକରିଥିଲେ। ସେ ବର୍ତ୍ତମାନ ସୁସ୍ଥ ଅଛନ୍ତି। ବାରଙ୍ଗ ଅଞ୍ଚଳରେ ବର୍ତ୍ତମାନ ସଟଡାଉନ ଥିବାବେଳେ ଥାନା ଅଧିକାରୀ ଲୋକମାନଙ୍କ ପାଖରେ ପହଞ୍ଚି ସେମନଙ୍କୁ ସାହଯ୍ୟ କରି ମାନବିକତାର ପରିଚୟ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri