ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୨ା୫: ବରଗଡ଼ ସହରର ୧ନଂ ଓ୍ବାର୍ଡର ନଦୀପଡ଼ାରେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ଏହି ପଡ଼ାର ଉଗ୍ରସେନ ପାତ୍ରଙ୍କ ପୁଅ ମନୋଜ(୨୮) । ସେ ଗାଧୋଇବାକୁ ଯାଉଥିବାବେଳେ ବିଦ୍ୟୁତ ଖୁଣ୍ଟରେ ଥିବା ତାର ତାଙ୍କ ହାତରେ ଲାଗି ଯାଇଥିଲା ସ୍ଥାନୀୟ ଲୋକେ ଉଦ୍ଧାର କରି ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯୁବକ ଗରୀବ ଶ୍ରେଣୀର ହୋଇଥିବାରୁ ତାଙ୍କ ପରିବାର ଲୋକଙ୍କୁ ୱେସ୍କୋ ପକ୍ଷରୁ କ୍ଷତିପୂରଣ ଯୋଗାଇବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri