ବିଦ୍ୟୁତ୍‌ ଆଘାତରେ ଜଣଙ୍କ ମୃତ୍ୟୁ

ଆସିକା,୨୦ା୧୧(ଡି.ଏନ୍‌.ଏ.): ଗାଙ୍ଗପୁର ଥାନା ଅନ୍ତର୍ଗତ କଳାସୁତା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବିଦ୍ୟୁତ୍‌ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଜଣେ ପୂର୍ବତନ ସେନା କର୍ମଚାରୀ ଇନ୍ଦ୍ରମଣି ରାଉତ (୫୫)। ଇନ୍ଦ୍ରମଣି ନିଜ ଘରେ ତାର ସଜାଡୁଥିଲା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ମୁମୂର୍ଷୁ ଅବସ୍ଥାରେ ତାଙ୍କୁ ଆସିକା ସରକାରୀ ଡାକ୍ତରଖାନାରେ ଭର୍ତ୍ତିି କରାଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ଗାଙ୍ଗପୁର ପୋଲିସ ଆସିକା ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରିଛି। ଏ ନେଇ ନଂ.୧୫/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ଧୀରେଶ କୁମାର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?