ଡୁବୁରୀ,୧୨ା୬(ଡି.ଏନ୍.ଏ.)- କଳିଙ୍ଗନଗର ଥାନା ଅନ୍ତର୍ଗତ ପିଙ୍ଗଳ ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଈଶ୍ୱର ବେହେରା (୬୫)। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଦାନଗଦୀ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ଗ୍ରାମରେ ଗ୍ୟାସ୍ ଲାଇନ୍ ପାଇପ୍ ବିଛା କାମ ଚାଲିଛି। ଏ ନେଇ ଖୋଳାଯାଉଥିବା ମାଟିକୁ ପାଇଲାଇନ୍ କଡ଼ରେ ଗଦା କରାଯାଉଛି। ମଙ୍ଗଳବାର ଈଶ୍ୱର ଏକ ବାଡି ଧରି ଉକ୍ତ ମାଟି ଗଦା ଦେଇ ଆସୁଥିବାବେଳେ ଅସାବଧାନତା ବଶତଃ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ବିଦ୍ୟୁତ୍ ଆଘାତରେ ତାଙ୍କ ହାତ ଓ ଗୋଡ ପୋଡିଯାଇଥିବା ଜଣାପଡିଛି।
କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍- କାର୍କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…
ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...
ଭୁବନେଶ୍ୱର ଏମ୍ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍ରେ ଫସିବେନି ରୋଗୀ
ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...
ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି
ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...
୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର
ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...
ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା
କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...
ଆଦିବାସୀ ମହୋତ୍ସବ ‘ପରବ’ ଉଦ୍ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ
କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍, ସୁଦୃଢ଼ ହେବ…
ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...
Archives


