ବିଦ୍ୟୁତ୍‌ ଆଘାତରେ ଭାଲୁ ମୃତ

କୋକସର/ଜୟପାଟଣାା, ୧୧।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଘଣ୍ଟିଗୁଡା ଗ୍ରାମ ଜଙ୍ଗଲ ନିକଟରେ ଥିବା ଚାଷ ଜମିରେ ଛିଣ୍ଡି ପଡିଥିବା ୧୧ କେଭି ଜୀବନ୍ତ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଭାଲୁର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ବନ ବିଭାଗ ଓ ବିଦ୍ୟୁତ୍‌ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସୂଚନା ଅନୁସାରେ, ଉଚ୍ଛୁଳା- ଘଣ୍ଟିଗୁଡା ଜଙ୍ଗଲ ନିକଟରେ ଥିବା ଚାଷଜମି ଉପରେ ଦୀର୍ଘଦିନ ହେଲା ଓହଳି ରହିଥିବା ୧୧ କେଭି ବିଦ୍ୟୁତ୍‌ ତାର ଶୁକ୍ରବାର ରାତିରେ ଛିଣ୍ଡି ପଡିଥିଲା। ଏହି ସମୟରେ ଖାଦ୍ୟ ଅନ୍ବେଷଣରେ ଆସିଥିବା ଏକ ଭାଲୁ ଛିଣ୍ଡି ଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଜୟପାଟଣା ପ୍ରାଣୀ ଚିକିସତ୍କ ମୃତ ଭାଲୁର ମୃତଦେହ ବ୍ୟବଚ୍ଛେଦ କରିବା ପରେ ପୋତି ଦିଆଯାଇଥିବା ଜୟପାଟଣା ରେଞ୍ଜର କେଶବ ଚନ୍ଦ୍ର ଶବର ସୂଚନା ଦେଇଛନ୍ତି। ତେବେ ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗଁ ଉଚ୍ଚ ଶକ୍ତିସମ୍ପନ୍ନ ବିଦ୍ୟୁତ୍‌ ତାର ସବୁ ଓହଳି ରହିଥିବା ଅଳ୍ପ ପବନ ହେଲେ ଛିଣ୍ଡି ପଡୁଥିବା ରୁ ଏପJରି ଘଟଣା ଘଟୁଛି ବୋଲି ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri