ତେଲକୋଇ,୩୦ା୫(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନ ଦେଉଳଡିହା ଜେନାଦର ଗ୍ରାମ ଗୋଟମୁହିଁ ସଂରକ୍ଷିତ ଜଙ୍ଗଲରେ ଜଣେ ଶିକାରୀ ବାରହା ଶିକାର କରୁଥିବା ବେଳେ ବିଦ୍ୟୁତ ଆଘାତରେ ଗୁରୁତର ହୋଇପଡିଥିଲେ। ପ୍ରଥମେ ତାଙ୍କୁ ତେଲକୋଇ ଓ ପରେ କେନ୍ଦୁଝର ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଶିକାରୀ କାର୍ତ୍ତିକ କିଷାନ(୪୭)ବିଦ୍ୟୁତ ସଂଯୋଗ କରି ବାର୍ହା ଶିକାର କରିବାକୁ ଉଦ୍ୟମ କରୁଥିଲେ। ତେବେ ଅସାବଧାନତା ଯୋଗୁ ନିଜେ ଶିକାରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ।
ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…
ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…
ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ
ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…
ରିଙ୍ଗ୍ ରୋଡ଼ ଘାଇରେ ଭାସିଯାଇଥିଲେ କାର୍ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା
ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…
ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…
କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…
କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର
ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…
ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ
ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…
ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି
କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…
ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ
କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…
Archives

