କଣାସ, ୧୮।୭(ସ୍ବ.ପ୍ର.)-ଫନୀ ପରେ ଦୁଇମାସ ଧରି କଣାସ ଅଞ୍ଚଳ ଅନ୍ଧାରେ ରହିବାପରେ କେତେକ ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇଥିଲା। ମାତ୍ର ସାମାନ୍ୟ ପବନ ହୋଇ ଗଛରୁ ପତ୍ର ହଲିଲେ ସଙ୍ଗେ ସଙ୍ଗେ ବିଦ୍ୟୁତ୍ କାଟ୍ କରାଯାଉଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗତ ୧୭ ତାରିଖ ଦିନ ଅପରାହ୍ନ ୩ଟା ସମୟରେ ବର୍ଷା ପବନ ଆସିବାରୁ କଣାସ ଅଞ୍ଚଳରୁ ବିଦ୍ୟୁତ୍ କାଟ ହୋଇଥିଲା। ତେବେ ୨୫ଘଣ୍ଟା ଧରି ବିଚ୍ଛିନ୍ନ ହେବାପରେ ୧୮ତାରିଖ ଅପରାହ୍ନ ୪ଟା ସମୟରେ ବିଦ୍ୟୁତ୍ ସଂଯୋଗ ଦିଆଯାଇଥିଲା। ଏହି ସମ୍ପର୍କରେ କଣାସ ସେସୁ କନିଷ୍ଠଯନ୍ତ୍ରୀ ସରୋଜ କୁମାର ବୋହେରାଙ୍କ ସହିତ ଟେଲିଫୋନ ଯୋଗେ ବାରମ୍ବାର ଯୋଗାଯୋଗ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା। ବିଦ୍ୟୁତ୍ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା କର୍ମଚାରୀଙ୍କୁ ଏ ସମ୍ପର୍କରେ ପଚାରିବାରୁ ଖୋର୍ଦ୍ଧାରୁ ବିଦ୍ୟୁତ୍ କାଟ ହେଉଥିବା କହିଥିଲେ।
ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ
ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା…
ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ
ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…
ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…
ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…
ବିଦ୍ୟୁତ୍ ଉପରେ ପଡ଼ୁଛି ଗ୍ୟାସ୍ ଚାପ
ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍(ଏଲ୍ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍ପିଜି…
ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ
ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…
ମହିଳା ସଂରକ୍ଷଣ ବିଲ୍କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍, କହିଲେ ଦେଶକୁ ଏକ ନୂଆ…
ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍ମିଟ୍ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…
Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ
ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା
ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…
Archives

